ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ଯୁବକଙ୍କୁ ମିଳିସାରିଛି ଏହି ପୁରସ୍କାର

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ପେନସିଲଭେନିଆର ବଟଲରରେ ନିର୍ବାଚନ ପ୍ରଚାର କରୁଥିବାବେଳେ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼ ଘଟଣାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟପକ୍ଷରେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ସନ୍ଦିଗ୍ଧ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ଅଭିଯୁକ୍ତ ଜଣଙ୍କ ହେଲେ ଥୋମାସ ମାଥ୍ୟୁ କ୍ରୁକ୍ସ ବୋଲି ଏଫ୍ବିଆଇ ପକ୍ଷରୁ କୁହାଯାଇଛି।
ଡୋନାଲ୍ଡ ଟ୍ରମ୍ପଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି ୨୦୨୨ରେ ବେଥେଲ ପାର୍କ ହାଇସ୍କୁଲରୁ ସ୍ନାତକ ହାସଲ କରିଥିଲେ। ଦି ଟ୍ରିବ୍ୟୁନ-ରିଭ୍ୟୁର ରିପୋର୍ଟ ଅନୁଯାୟୀ, ସେହି ବର୍ଷ ସେ ନ୍ୟାଶନାଲ୍‌ ମାଥ୍‌ ଆଣ୍ଡ୍‌ ସାଇନ୍ସ ଇନିସିଏଟିଭ୍‌ରୁ ୫୦୦ ଡଲାରର ଷ୍ଟାର୍‌ ଆୱାର୍ଡ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri