ପଥର ଖଣିରେ ଭାସୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ, ୨୬।୧: ଖୋର୍ଦ୍ଧା ଜିଲା ଜଟଣୀ ପାତ୍ରପଡା ନିକଟ ପଥର ଖଣିରୁ ଡେଲାଙ୍ଗ ପୋଲିସ ବୁଧବାର ସକାଳେ ଏକ ମୃତ ଦେହ ଜବତ କରିଛି। ମୃତଦେହ ପାଣିରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଡେଲାଙ୍ଗ ପୋଲିସକୁ ଖବର ଦେଇଥିଲେ। ଡେଲାଙ୍ଗ ଥାନା ଅଧିକାରୀ ଅନିଲ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପାଣିରୁ କାଢି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତ ଏବଂ ପାରିପାର୍ଶ୍ୱିକ ପରିସ୍ଥିତି ଦେଖିଲେ ଏହା ଲାଗୁଛି ଯେ, ମାଙ୍କଡା ପଥର ଖଣି ବ୍ୟବସାୟକୁ କେନ୍ଦ୍ର କରି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରି ନାହଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦...

ଖାଦ୍ୟରେ ବିଷକ୍ରିୟା ସନ୍ଦେହ: ଗୋଟିଏ ପରିବାରର ଦୁଇ ଶିଶୁ ମୃତ, ମା’ବାପା ଗୁରୁତର

ଚନ୍ଦାହାଣ୍ଡି,୧୨।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଦ୍ୟରେ ବିଷକ୍ରିୟା ଯୋଗୁ ଗୋଟିଏ ପରିବାରର ଦୁଇ ଶିଶୁଙ୍କ...

କୃଷି ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼ ଅଫିସ,୫।୧୧: କୃଷି ବିଲକୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜିଛି। ଏହିକ୍ରମରେ ଗୁରୁବାର ଅଖିଳ ଭାରତୀୟ କିଶାନ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନରେ ଦେଶବ୍ୟାପୀ...

ଖେଳୁଥିବା ବେଳେ ବାଳକଙ୍କ ପେଟରେ ପଶିଲା ବର୍ଚ୍ଛା

ବଲାଙ୍ଗୀର ଅଫିସ, ୨୯।୧- ବଲାଙ୍ଗୀର ଜିଲା ବେଲପଡା ଥାନା ଅଏଁଲାଭଟା ଗାଁରେ ରବିବାର ଏକ ଅଘଟଣ ଘଟିଛି । ରାଜୁ ଥନାପତି ନାମକ ଜଣେ ୧୬...

ଲୋକଙ୍କ କାମରେ ଲାଗୁନି ବିଜୁ ସେତୁ

ଯାଜପୁର ଅଫିସ,୪।୧୨: ଲୋକଙ୍କ ଯାତାୟାତକୁ ସୁଗମ କରିବା ପାଇଁ ରାଜ୍ୟ ସରକାର ଜନକଲ୍ୟାଣକାରୀ ‘ବିଜୁ ସେତୁ’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ କେତେକ ସ୍ଥାନରେ ବିଜୁ...

୨ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ. ଦୀପକ...

ତଳେ ପଟା ଉପରେ ଜାଳେଣି କାଠ: ଜବତ ଟ୍ରାକ୍ଟର ଛାଡିଦେଲା ବନ ବିଭାଗ; ହାତଗୁଞ୍ଜା ଦେଲେ ବଦଳିଯାଉଛି ନିୟମ

ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ...

ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ...

Advertisement
Archives

Model This Week