ପଥର ଖଣିରେ ଭାସୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ, ୨୬।୧: ଖୋର୍ଦ୍ଧା ଜିଲା ଜଟଣୀ ପାତ୍ରପଡା ନିକଟ ପଥର ଖଣିରୁ ଡେଲାଙ୍ଗ ପୋଲିସ ବୁଧବାର ସକାଳେ ଏକ ମୃତ ଦେହ ଜବତ କରିଛି। ମୃତଦେହ ପାଣିରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଡେଲାଙ୍ଗ ପୋଲିସକୁ ଖବର ଦେଇଥିଲେ। ଡେଲାଙ୍ଗ ଥାନା ଅଧିକାରୀ ଅନିଲ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପାଣିରୁ କାଢି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତ ଏବଂ ପାରିପାର୍ଶ୍ୱିକ ପରିସ୍ଥିତି ଦେଖିଲେ ଏହା ଲାଗୁଛି ଯେ, ମାଙ୍କଡା ପଥର ଖଣି ବ୍ୟବସାୟକୁ କେନ୍ଦ୍ର କରି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରି ନାହଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌...

୧୯୬୦ ପରଠୁ ରତ୍ନଭଣ୍ଡାର ଚାବିକାଠି ହସ୍ତାନ୍ତର ହୋଇନି

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବିକାଠି ବାସ୍ତବରେ ହଜିଥିଲା ନା ଏହା ପ୍ରଶାସନର କପୋଳକଳ୍ପିତ କାହାଣୀ ଥିଲା ତାହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ନାନା ପ୍ରଶ୍ନ...

କରୋନା ପ୍ରଭାବ: ଜୀବନ ପାଇଁ ବଦଳିଛି ଜୀବିକା

କେନ୍ଦ୍ରାପଡା ଅଫିସ୍‌, ୨୯।୪-ଦେଶରେ ତାଲାବନ୍ଦକୁ ଇତିମଧ୍ୟରେ ମାସେ ବିତିଛି। ହେଲେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ତାଲାବନ୍ଦ ଅବଧି ମେ ୩ରେ ଶେଷ ହେବା ନେଇ...

ଭିନ୍ନକ୍ଷମଙ୍କୁ ମିଳୁନି କାର୍ଯ୍ୟାଦେଶ, ଜିଲାପାଳଙ୍କ ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ କାନ୍ଥରେ ନାମ ଥାଇ ମଧ୍ୟ ହମାମିରାର ଭିନ୍ନକ୍ଷମ ହିତାଧିକାରୀ ଦୟାନିଧି ସାହୁଙ୍କୁ ଗୃହ କାର୍ଯ୍ୟାଦେଶ ପ୍ରଦାନ...

ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା...

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି

ପାରଳାଖେମୁଣ୍ଡି,୧୪।୧୨(ଡି.ଏନ୍‌.ଏ.): ବରଯାତ୍ରୀ ଫେରୁଥିବା ବେଳେ ବସ୍‌ ଓଲଟି ୪ ଗୁରୁତର ହୋଇଛନ୍ତି। ଏହା ସହ ୨୫ରୁ ଊର୍ଦ୍ଧ୍ୱ ଆହତ ଅଛନ୍ତି। ଗଜପତି ଜିଲା ରାୟଗଡ ଥାନା...

ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର...

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ...

Advertisement
Archives

Model This Week