ପଦ୍ମପୁର,୮ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
ପଦ୍ମପୁର,୮ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…
ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…
ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…
ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…
କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…
ଭୁବନେଶ୍ୱର, ୧୫।୨(ସୁନିତ୍ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…