ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜଧାନୀର ନାଲ୍‌କୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଯୁବକଙ୍କୁ କେହି ହତ୍ୟା ପରେ ଏଠାରେ ଟାଙ୍ଗିଦେଇଥିବା ସନ୍ଦେହ କରାଯାଉଛି।

ସୂଚନାନୁସାରେ, ଶୁକ୍ରବାର ସକାଳେ ରାଜଧାନୀର ଜନଗହଳିପୂର୍ଣ୍ଣ ନାଲ୍‌କୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପରେ ସେମାନେ ପୋଲିସକୁ ଖବର ଦେଇଥିଲେ। ଯୁବକଙ୍କ ବେକରେ ଏକ ଗାମୁଛା ବନ୍ଧା ଯାଇଥିବା ବେଲେ ସେ ତଳେ ବସିରହିଥିବା ଦେଖିବାକୁ ମିଳିଛି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଆନ୍ତଃରାଜ୍ୟ ଡକାୟତ ଗିରଫ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୬ା୮(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଶନିବାର ଏକ ଡକାୟତି ଗ୍ୟାଙ୍ଗର ଫର୍ଦ୍ଦାଫାଶ କରିଛି। ଦୀର୍ଘମାସ ଧରି କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି କରି ପୋଲିସକୁ...

୩୦ ମାସରେ ସରିବ ଫୁଲବାଣୀ ମେଡିକାଲ କଲେଜ ନିର୍ମାଣ

ଭୁବନେଶ୍ୱର,(ବ୍ୟୁରୋ)/ଫୁଲବାଣୀ ଅଫିସ,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ...

ବାତ୍ୟାରେ ଜିରୋ କାଜୁଆଲ୍‌ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପୁରୀ ଉପକୂଳ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜଧାନୀ ଭୁବନେଶ୍ୱର ମଧ୍ୟ ପ୍ରଭାବିତ ହେବା...

ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି।...

ଆଜିଠୁ ମୌସୁମୀ ବର୍ଷା : ୩ ଦିନ ବର୍ଷିବ, ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ସ୍ବାଭାବିକ (ଜୁନ ୧୦)ଠାରୁ ୧୦ ଦିନ ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ୨୧...

ନଦୀ ପାଣି ପିଉଛନ୍ତି ଶାଇଁସଶାସନବାସୀ

ନିମାପଡ଼ା,୧୦।୩(ଡି.ଏନ୍‌.ଏ.): ଗ୍ରୀଷ୍ମଋତୁ ଆରମ୍ଭରୁ ନିମାପଡ଼ା ବ୍ଲକରେ ପାନୀୟଜଳ ସଙ୍କଟ ଦେଖାଦେଇଛି। ଏହି ବ୍ଲକ ଅଧୀନ ଶାଇଁସଶାସନ ପଞ୍ଚାୟତରେ ଗତ କିଛିଦିନ ହେବ ପାନୀୟଜଳ ନ ପାଇ...

ଆଖଣ୍ଡଳମଣି ମନ୍ଦିରରେ ତାଲା: ନିରାଶ ହୋଇ ଫେରୁଛନ୍ତି ଭକ୍ତ

ଆରଡି,୨୦।୩,(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର ପ୍ରଭାତରୁ ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଗୁରୁବାର ରାତିରେ...

ପଶୁପକ୍ଷୀଙ୍କୁ ଖାଦ୍ୟ ଦେବ ବିଏମ୍‌ସି: ଖର୍ଚ୍ଚ ବାବଦକୁ ୩ ଲକ୍ଷ ୬୦ ହଜାର ଦେଲେ ସରକାର

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସାରା ଦେଶରେ ଲକ୍‌ ଡାଉନ୍‌ ଘୋଷଣା ଯୋଗୁ ବାହାରେ ବୁଲୁଥିବା ପଶୁପକ୍ଷୀମାନେ ଖାଇବାକୁ ପାଉନାହାନ୍ତିି। ସୋମବାର ରାଜ୍ୟ ସରକାର ସାରା ରାଜ୍ୟରେ ଥିବା ନିରାଶ୍ରୟ...

Advertisement
Archives

Model This Week