ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପଦ୍ମପୁର,୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।