କାଜୁ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୂଷାଖୋରୀ ପଞ୍ଚାୟତ ଦକ୍ଷିଣ ପଶି କାଜୁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
ମୃତ ଯୁବକ ଜଣକ ହେଉଛନ୍ତି ମୂଷାଖରୀ ପଞ୍ଚାୟତ ଧନୁର୍ଯ୍ୟୟପୁର କାଶିଆ ଗ୍ରାମର ସଞ୍ଜନ ମହାରଣା (୨୫) । ଯୁବକଙ୍କ ମୃତ୍ୟୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଏହା ଏକ ପ୍ରେମ ଜନିତ କରୁଣ ପରିଣତି ବୋଲି ଆଲୋଚନା ହେଉଛି। ତେବେ ଏହାହତ୍ୟା ଘଟଣା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର...

ଗଛ ଲଗାଇ ସଚେତନତା ବାର୍ତ୍ତା

ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ...

ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୯ା୭: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ...

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ: ଚାଷୀଙ୍କ ଧାରଣା

କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା...

ଅବାଧରେ ଚାଲିଛି ବାଲି ଚୋରାଚାଲାଣ

ଖଡ଼ିଆଳ,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକରେ ଥିବା ସୁନ୍ଦରନଦୀର ଅନେକ ସ୍ଥାନରେ ସରକାରୀ ସ୍ବୀକୃତିପ୍ରାପ୍ତ ବାଲିଘାଟ ରହିଛି। ହେଲେ ସେହି ବାଲିଘାଟଗୁଡିକ ୨୦୨୧-୨୨ ମସିହା ପାଇଁ...

ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଜବ ବ୍ୟବସ୍ଥା: ଚିକିତ୍ସା ଗୃହରେ ହେଉଛି ସଭା ସମିତି

ବଅଁରପାଳ, ୨୬।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଚିକିତ୍ସା। ଡାକ୍ତରଖାନାର ପୁରୁଣା ଘରଗୁଡ଼ିକ ଶୋଚନୀୟ ଅବସ୍ଥାରେ...

ବାଜବାଟି ଖାଦାନ: ୫ ସଇରାତ ପାଇଁ ଗୋଟିଏ ରାସ୍ତା କଲା ତହସିଲ

ଧର୍ମଶାଳା,୨୯ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବାଜବାଟି କଳାପଥର ଖାଦାନରେ ଥିବା ୫ଟି ସଇରାତକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଗୁରୁବାର ତହସିଲ ପକ୍ଷରୁ ଖୋଳାଯାଇ ଗୋଟିଏ...

୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର...

Advertisement
Archives

Model This Week