ନନ୍ଦପୁର,୨୯।୩(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ଥାନା ଥୁବା ପଞ୍ଚାୟତ ପରଟା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟ ରେଳ ଧାରଣାରୁ ମିଳିଛି। ମୃତକ ହେଲେ ପରଟା ଗାଁର ଗିରିଧର ଗୋଲରୀ। ମୃତଦେହ ରେଳଧାରଣା ନିକଟରେ ପଡ଼ିଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଖବରପାଇ ନନ୍ଦପୁର ଏସ୍ଡିପିଓ ସଞ୍ଜୟ କୁମାର ମହାପାତ୍ର, ଥାନାଧିକରୀ କପିଳେଶ୍ୱର ବେହେରା, ଏସ୍ଆଇ ମାନସ କୁମାର ଭୋଇ ପୋଲିସ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ଏଥିସହ କୋରାପୁଟରୁ ଡଗ୍ ସ୍କ୍ବାଡ୍ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ତଦନ୍ତ କରିଛି। ମୃତକଙ୍କ ମୁଣ୍ଡ, ବେକ, ପିଠିରେ ଗଭୀର କ୍ଷତ ରହିଛି। ପୋଲିସ ବ୍ୟବଚ୍ଛେଦ ପାଇଁ ମୃତଦେହ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍ଡିପିଓ ସଞ୍ଜୟ କୁମାର ମହାପାତ୍ର କହିଛନ୍ତି।
Posted inଆମ ଜିଲା ଖବର, କୋରାପୁଟ View All
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
ବାରବାଟୀ ମ୍ୟାଚ୍ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍, ଭଡ଼ା ରହିଛି…
କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍ ଦେଖିବା ପାଇଁ...
କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…
ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...
ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...
ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର
ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...
ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ
ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...
ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର: ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…
ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...
ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….
ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...
Archives


