ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ

ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ ନାୟକ ଓରଫ୍‌ ଆଲେଖ। ବିଜୟ ଜଣେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରେ ରିକୋଭରି କର୍ମଚାରୀ ଭାବେ କାମ କରୁଥିଲେ। ତାଙ୍କ ମୃତଦେହ କିପରି ଘଡୁଆଳ ଛକର ଜଣେ ଲୋକଙ୍କ ଘରେ ରହିଛି ତାହା ସନ୍ଦେହ ଘେରରେ । ଏହା ଜଣାପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ୫୭ ନଂ. ଜାତୀୟ ରାଜପଥକୁ ଘଡୁଆଳଠାରେ ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି ପଶ୍ଚିମବଙ୍ଗର ୧୫ ଶ୍ରମିକ

ଦାରିଙ୍ଗବାଡ଼ି,୨୭।୩(ଡି.ଏନ୍‌.ଏ.)- ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସି ବିଭିନ୍ନ ଲଜ୍‌, ବିଲ୍ଡିଂରେ କାର୍ଯ୍ୟ କରୁଥିବା ୧୫ଜଣ ରାଜମିସ୍ତ୍ରୀ ଓ ଶ୍ରମିକ ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି। କାମ ବନ୍ଦ...

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ...

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି...

ଟ୍ରକ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ଅତିରିକ୍ତ ପିସିସିଏଫ୍‌

ଢେଙ୍କାନାଳ ଅଫିସ,୩୧।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଅତିରିକ୍ତ...

ଲକ୍‌ଡାଉନ ସତ୍ତ୍ୱେ କେନ୍ଦୁଝରରେ ଗଡୁଛି ଭାରୀଯାନ: ୧୫ଫୁଟ ତଳକୁ ଖସିଲା ଟ୍ରକ୍‌

କୋଳିମାଟି,୩୦ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ କୋଳିମାଟି ଭାଲୁହୁଡି ଟାଉନ ନିକଟରେ ସୋମବାର ସକାଳେ ଏକ ଦଶଚକିଆ ଲୁହାପଥର...

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି...

Advertisement


Archives

Model This Week

Why Dharitri