ଏକ ଘରୁ ଯୁବକଙ୍କ ମୃତଦେହ ଜବତ କଲା ପୋଲିସ, ଖୋଜା ଚାଲିଛି କାରଣ

କେନ୍ଦୁଝର,୨୨।୩(ସ୍ବ.ପ୍ର.): ଟାଉନ ଥାନା ବଡ଼ହଳ ନିକଟ ଏକ ଘରୁ ପୋଲିସ ଜଣେ ଯୁବକଙ୍କ ମୃତ ଦେହ ଜବତ କରିଛି। ଏହା ଏକ ଆତ୍ମହତ୍ୟା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ କାରଣ ଖୋଜୁଛି । ତାଙ୍କ ନାମ ଅଶୋକ ନାୟକ (୨୪)। ଘର ହରିଚନ୍ଦନପୁର ବ୍ଲକ ତେନ୍ତଳା ପଶି ପଞ୍ଚାୟତ ହାତୀ ନୋଟା ଗ୍ରାମରେ ବୋଲି ଜଣାପଡ଼ିଛି। ସେ ଏକ ଘରୋଇ ରେଷ୍ଟୁରାଣ୍ଟରେ କାମ କରୁଥିଲେ। ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ମୃତଦେହ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri