ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର ଥାନା କେନ୍ଦୁଗୁଡା ଗ୍ରାମର ଉମାକାନ୍ତ ହରିଜନ ବୋଲି ସୂଚନା ମିଳିଛି। ସେ ଧାନ ପାଇଁ ଗତ ଶନିବାର ବରୱାଡା ଗ୍ରାମକୁ ଯାଇଥିଲେ। ସୋମବାର ରାତ୍ରରେ ମୋବାଇଲ ଚାର୍ଜ କରିବା ପାଇଁ ନିକଟସ୍ଥ ଘରେ ପଶିଥିଲେ। ପାହାନ୍ତିଆ ସମୟରେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏନେଇ କୋଡ଼ିଙ୍ଗା ଥାନାରେ ଏକ ଏତଲା ଦେଇଛନ୍ତି । ପୋଲିସ ତଦନ୍ତ ଆରମ୍ଭ କରିଛି। ଉମାକାନ୍ତଙ୍କ ମୃତଦେଖ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା ନାଁ ମିଠି, ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri