୩ ଦିନ ହେବ ଘରୁ ପଳାଇ ଆସିଥିଲେ ଯୁବତୀ, ପ୍ରେମିକଙ୍କ ଭଡାଘରୁ ମିଳିଲା ମୃତଦେହ

ଭୁବନେଶ୍ୱର,୭।୧୧(ସୂର୍ଯ୍ୟକାନ୍ତ ବେହେରା ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କ୍ଷେତ୍ରପାଳୀନଗର ଅଞ୍ଚଳର ଏକ ଭଡା ଘରୁ ଜଣେ ଯୁବତୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତା ଯୁବତୀ ହେଲେ ଖୋର୍ଦ୍ଧା ଅଞ୍ଚଳର ଅଞ୍ଜଳି ବେହେରା (୨୭) । ତେବେ ଯୁବତୀ ଆତ୍ମହତ୍ୟା ନା ତାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଛନ୍ତି ତାହା ଏଯାବତ ସ୍ପଷ୍ଟ ହୋଇନାହିଁ । ଅପରପକ୍ଷେ ଅଞ୍ଜଳିଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି । ଏହାକୁ ଆଧାର କରି ପୋଲିସ ମାମଲା (ନଂ ୨୭୩/୨୩) ରୁଜୁ କରି ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି ।
ସୂଚନାନୁସାରେ ମୃତା ଅଞ୍ଜଳି ତିନ ଦିନ ତଳେ ଘରୁ ପଳାଇ ଆସି ଯୁବକଙ୍କ ସହ ଏୟାରଫିଲ୍ଡ ଥାନା ଅଞ୍ଚଳରେ ରହୁଥିଲେ । ହେଲେ ସୋମବାର ଅପରାହ୍ନ ପର୍ଯ୍ୟନ୍ତ ଘର ଭିତରୁ କେହି ନବାହାରିବାରୁ ଜଣେ ପଡୋଶୀ ଡାକିବାକୁ ଯିବା ପରେ ଅଞ୍ଜଳିଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ଏହାପରେ କିଛି ସ୍ଥାନୀୟ ଲୋକଙ୍କୁ ଘଟଣା ଜଣାଇବା ପରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri