ଘର ଚଳାଇବା ପାଇଁ ବଳାତ୍କାରର ଶିକାର ହେଉଛନ୍ତି ଯୁବତୀ

ମ୍ୟାନ୍‌ମାର,୧୩ା୧୨: ଦାରିଦ୍ର୍ୟ ଏବଂ ଭୋକିଲା ହେତୁ ରୋହିଙ୍ଗ୍ୟା ଯୁବତୀମାନେ ନିଜ ପରିବାର ଛାଡ଼ି ଅଳ୍ପ ବୟସରେ ବିବାହ କରିବା ସହ ଘର ଚଳାଇବା ପାଇଁ ଏମାନେ ବଳାତ୍କାରର ଶିକାର ହେଉଛନ୍ତି।

ରୋହିଙ୍ଗ୍ୟାଙ୍କ ବିରୋଧରେ ଅତ୍ୟାଚାର କିଛି ନୂଆ ନୁହେଁ। ଯେଉଁ ଦେଶକୁ ସେମାନେ ଶରଣାର୍ଥୀ ଭାବରେ ଆଶ୍ରୟ ନେବାକୁ ଯାଆନ୍ତି, ସେମାନଙ୍କୁ ସେଠାରେ ଅତ୍ୟାଚାରର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏହି ସମସ୍ତ ରୋହିଙ୍ଗ୍ୟା ନିଜକୁ ମୁସଲମାନ ବୋଲି ଦାବି କରୁଥିବା ବେଳେ ନିଜକୁ ମ୍ୟାନ୍‌ମାର ମୁସଲମାନଙ୍କ ବଂଶ ବୋଲି କୁହନ୍ତି।

ଏଥି ସହିତ ମ୍ୟାନ୍‌ମାର ସେମାନଙ୍କୁ ବାଂଲାଦେଶୀ ଅନୁପ୍ରବେଶକାରୀ ବୋଲି କହିଥାଏ। ଏହି ସମସ୍ତ ରୋହିଙ୍ଗ୍ୟା ଶରଣାର୍ଥୀ ମୂଳତଃ ମ୍ୟାନ୍‌ମାରରୁ ଆସିଛନ୍ତି। ଯେଉଁମାନେ ନିଜ ପଡ଼ୋଶୀ ଦେଶରେ ଆଶ୍ରୟ ନେଇଛନ୍ତି। ଦାରିଦ୍ର୍ୟ ଏବଂ ଅନାହାର ଯୋଗୁ  ଛୋଟ ରୋହିଙ୍ଗ୍ୟା ଶରଣାର୍ଥୀମାନେ ବର୍ତ୍ତମାନ ମାଲେସିଆରେ ବିକ୍ରି ହେଉଛନ୍ତି। ୧୩-୧୪ ବର୍ଷର ଝିଅମାନଙ୍କୁ ନିର୍ଯାତନା ଦିଆଯାଉଛି।

ସେମାନଙ୍କର ପରିଚୟ ଲୁଚାଇବାକୁ, ସମସ୍ତ ଯୁବତୀଙ୍କ ନାମ ବର୍ଣ୍ଣାନୁକ୍ରମିକ ଭାବରେ ରଖାଯାଇଛି। ଏଫ୍‌ ନାମକ ଜଣେ ୧୬ ବର୍ଷର ନାବାଳିକା କୁହନ୍ତି, ‘ଏହା ମୋ ପାଇଁ ଏକମାତ୍ର ବାଟ ଥିଲା, ୨୦୧୭ରେ ମ୍ୟାନ୍‌ମାର ସୈନିକମାନେ ତାଙ୍କ ଘର ପୋଡ଼ି ଦେଇ କାକିଙ୍କୁ ହତ୍ୟା କରିଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ବିବାହ ପାଇଁ ପ୍ରସ୍ତୁତ ନ ଥିଲି, କିନ୍ତୁ ମୋର କୌଣସି ବିକଳ୍ପ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri