ନୂଆ ଜୀବନ ଆରମ୍ଭ କରିବା ପୂର୍ବରୁ ଜୀବନ ହାରିଲେ ଯୁବତୀ

ଭଞ୍ଜନଗର,୧୯।୫: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୁରୁମୁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ଦିନ ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁରୁମୁ ଗ୍ରାମର ସନ୍ତୋଷିନୀ ନାୟକ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ସନ୍ତୋଷିନୀ କାହିଁକି ଆତ୍ମହତ୍ୟା କଲେ ତାହା ଜଣାପଡ଼ିନାହିଁ।
ବୁଧବାର ଗାଡ଼ିଆପଡ଼ାର ଜଣେ ଯୁବକଙ୍କ ସହ ସନ୍ତୋଷିନୀଙ୍କ ବିବାହ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ଏନେଇ ମଙ୍ଗଳବାର ଗାଁରେ ଭୋଜିଭାତ ମଧ୍ୟ ସରିଥିଲା। ବୁଧବାର ଅପରାହ୍ନରେ ଝିଅ ବିଦା ହୋଇଥାନ୍ତା। ତେବେ ସକାଳେ ସନ୍ତୋଷିନୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ପଚାରିବାରେ ସେ ବିଷ ପିଇ ଦେଇଥିବା କହିଥିଲେ। ସନ୍ତୋଷିନୀଙ୍କୁ ତୁରନ୍ତ ଭଞ୍ଜନଗର ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଜମି ମାଫିଆଙ୍କ ଗୁଣ୍ଡାରାଜ: ବନ୍ଧୁକ ଦେଖାଇ ମାଡ଼ମାରି ନେଲେ ଦସ୍ତଖତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜଧାନୀରେ ଜମି ମାଫିଆ ଓ ଦଲାଲଙ୍କ ଗୁଣ୍ଡାଗିରି ଦିନକୁ ଦିନ ବଢ଼ି ଚାଲିଛି। ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଦେଖାଇ ଲୋକଙ୍କ ଜମି କବ୍‌ଜା...

ଇକୋ ଭିଲେଜ ସତ୍ତ୍ୱେ ହେଉନି ଭିତ୍ତିଭୂମିର ବିକାଶ -ମୁଦୁଲିଗାଡ଼ିଆକୁ ଯିବାକୁ ମୁହଁ ମୋଡୁଛନ୍ତି ପର୍ଯ୍ୟଟକ

ନୟାଗଡ଼ ଅଫିସ,୨୫।୧୦: ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତର ମୁଦୁଲିଗାଡିଆ ଇକୋ ଭିଲେଜ ମାନ୍ୟତା ପାଇବାର ୨ବର୍ଷ ବିତିଯାଇଛି। ହେଲେ ଏଠାରେ ଲାଗିରହିଥିବା ସମସ୍ୟା...

ରାଉରକେଲା ଷ୍ଟିଲ ପ୍ଲାଣ୍ଟ ପରିସରକୁ ବେଆଇନ ଭାବେ ପ୍ରବେଶ କଲା ୨ ଭାରୀଯାନ: ୪ ଯବାନ ନିଲମ୍ବିତ

ରାଉରକେଲା ଅଫିସ,୨୮।୧୨: ରାଉରକେଲା ଷ୍ଟିଲପ୍ଲାଣ୍ଟ ପରିସରକୁ ବିନା ଏଣ୍ଟ୍ରି ପାସ୍‌ରେ ୨ଟି ଭାରୀଯାନ ସନ୍ଦେହାତ୍ମକ ଭାବେ ପ୍ରବେଶ କରିବାକୁ ନେଇ ବିଭାଗୀୟ ଅଧିକାରୀ ଶନିବାର କଠୋର...

ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ

ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା...

ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌...

ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ...

ଜାତୀୟ ରାଜପଥରେ ବେଆଇନ ହମ୍ପ୍‌ସ: ୪ ଘଣ୍ଟା ଅଟକିଲା ହଜାର ହଜାର ଗାଡ଼ି

ଭଦ୍ରକ ଅଫିସ, ୨୩।୧୨: ଭଦ୍ରକ ଜିଲା ୧୬. ନଂ ଜାତୀୟ ରାଜପଥର ରାଣୀତାଲ ନିକଟରେ ଏକ ହାଇଓ୍ବା ଗାଡି ଯାନ୍ତ୍ରିକ ତ୍ରୁଟି କାରଣରୁ ରାତି ୩ରୁ...

CORONAVIRUS UPDATE: ରାଜ୍ୟରେ ଆଉ ୭କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୧୧୮

ଭୁବନେଶ୍ୱର,୨୮।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ...

Advertisement
Archives

Model This Week