ନିଜକୁ ଶାହାରୁଖଙ୍କ ପରି ଏମିତି ସଜାଇଲେ ଯୁବତୀ, କାରଣ ଜାଣିଲେ…

କିଛି ଲୋକଙ୍କ କୌଶଳ ଏତେ ଆଶ୍ଚର୍ଯ୍ୟଜନକ ଯେ ସମସ୍ତଙ୍କ ଧ୍ୟାନ ସେମାନଙ୍କ ଆଡ଼କୁ ଚାଲିଯାଏ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଜଣେ ଯୁବତୀଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ମେକଅପ୍‌ ସାହାଯ୍ୟରେ ନିଜକୁ ବଲିଉଡ୍‌ ଅଭିନେତା ଶାହାରୁଖ ଖାନଙ୍କ ଭଳି ଲୁକ୍‌ ଦେଇଛନ୍ତି। ଅନେକ ଲୋକ ଯୁବତୀଙ୍କ ଏପରି ପ୍ରତିଭା ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି। ଏପରି ଭିନ୍ନ ଅନନ୍ୟ ଦକ୍ଷତା ଥିବା ଯୁବତୀଙ୍କ ନାମ ହେଉଛି ଦୀକ୍ଷିତା ଯେ କି, ବୃତ୍ତିରେ ଜଣେ ମେକଅପ୍‌ ଆର୍ଟିଷ୍ଟ। ଦୀକ୍ଷିତା ତାଙ୍କର ଏହି ଭିଡିଓକୁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି।

ଭିଡିଓଟି ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛି। ଦୀକ୍ଷିତା ପ୍ରଥମେ ଶାହାରୁଖଙ୍କ ଫଟୋ ଦେଖାଉଛନ୍ତି, ଯେଉଁଥିରେ ସେ ଟକ୍ସେଡୋ ପିନ୍ଧିଥିବାର ନଜର ଆସିଛନ୍ତି। ଏହି ଭିଡିଓର ପୃଷ୍ଠଭୂମିରେ ଶାହାରୁଖଙ୍କ ଫିଲ୍ମ ‘ରାବଣ’ର ସୁପରହିଟ୍‌ ଗୀତ ‘ଛମକ ଛଲୋ’ ବାଜୁଛି। ପରବର୍ତ୍ତୀ ସମୟରେ ଦୀକ୍ଷିତା ନିଜକୁ ଶାହାରୁଖଙ୍କ ପରି କରିବା ପାଇଁ ଏକ ମେକଅପ୍‌ ବ୍ରଶ ସହିତ ନିଜକୁ ରୂପାନ୍ତର କରୁଛନ୍ତି। ତାଙ୍କର ଏହି ଅନନ୍ୟ କୌଶଳ ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ଏପର୍ଯ୍ୟନ୍ତ ଏହି ଭିଡିଓଟିକୁ ଦେଢ଼ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଏହା ଉପରେ ଲୋକମାନେ ଅନେକ ପ୍ରତିକ୍ରିୟା ବି ଦେଉଛନ୍ତି। ଏହି ଭିଡିଓ ଦେଖିବା ପରେ ଜଣେ ୟୁଜର ଲେଖିଛନ୍ତି, ସେ ଏହାକୁ ବିଶ୍ୱାସ କରିପାରୁନାହାନ୍ତି। କରିପାରିବେ ନାହିଁ। ଆଉ ଜଣେ ୟୁଜର ଏହାକୁ ଶାହାରୁଖଙ୍କ ସହ ଟ୍ୟାଗ କରିଛନ୍ତି। କ୍ୟାପଶନ ଲେଖିଛନ୍ତି, ମୁଁ ଭାବୁଛି ଆପଣ ଏହି ଭିଡିଓ ଦେଖିବା ଉଚିତ୍‌। ଯୁବତୀ ଜଣଙ୍କ ଶାହାରୁଖଙ୍କ ପ୍ରଶଂସକ ହୋଇଥିବାରୁ ଏପରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri