ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା

ନୟାଗଡ଼ ଅଫିସ,୨୩ା୧୧: ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି କେହି ଦୁର୍ବୃତ୍ତ ହତ୍ୟା କରିଥିବା ଜଣାପଡ଼ିଛି। ତେବେ କିଏ ହତ୍ୟା କରିଛି କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri