Posted inଫୁରସତ

ଛେଳି ସହ ସେଲଫି ନେଉଥିଲେ ଯୁବତୀ: ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବତୀ ଏକ ଛେଳି ସହ ସେଲଫି ଉଠାଉ ଥିଲାବେଳେ ଛେଳିଟି ତାଙ୍କୁ ପଛ ପଟୁ ଆକ୍ରମଣ କରୁଛି। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଛେଳିଟିକୁ ବନ୍ଧା ଯାଇଛି। ଏହି ସମୟରେ ଜଣେ ଯୁବତୀ ଉକ୍ତ ଛେଳି ନିକଟକୁ ଆସି ସେଲଫି ନେବା ପାଇଁ ଉଦ୍ୟମ କରୁଛନ୍ତି। ପରେ ଛେଳିଟି ହଠାତ୍‌ ତାର ମୁଣ୍ଡରେ ଯୁବତୀଙ୍କୁ ପଛରୁ ଆକ୍ରମଣ କରୁଥିବା ଦେଖାଯାଇଛି। ଏହି ଭିଡିଓକୁ When Animal Attack ପକ୍ଷରୁ ଟୁଇଟ କରାଯାଇଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/Animalsandfools/status/1332346491642540036


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri