ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା। ପାରଳାଖେମୁଣ୍ଡି ପୋଲିସ ଗୁରୁବାର ସକାଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଳମ୍ବିତ ରାତିରେ କେହି ହତ୍ୟା କରି ଆଣି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। କିନ୍ତୁ ଫାଣ୍ଡି ନିକଟରେ ଥାଇ କିଭଳି ପୋଲିସ ଜାଣି ପାରିଲା ନାହିଁ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ମୃତ ଯୁବତୀଙ୍କ ବୟସ ୨୦ ରୁ ୨୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା...

ବଦଳିଲେ ମୟୂରଭଞ୍ଜ ଡିପିଏମ

ବାରିପଦା ଅଫିସ,୬।୧୧- ଜାତୀୟ ସ୍ବାସ୍ଥ୍ୟ ମିଶନର ମୟୂରଭଞ୍ଜ ଜିଲା ପ୍ରୋଗ୍ରାମ ମ୍ୟାନେଜର(ଡିପିଏମ) ଅନିଲ କୁମାର ମହାନ୍ତିଙ୍କୁ ବାଲେଶ୍ୱର ଜିଲାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ବାଲେଶ୍ୱର...

ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା

ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍‌ ଭୁଶୁଡି ପଡ଼ିଛି।...

ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି...

ପାରିବାରିକ କଳହର ଦୁଃଖଦ ପରିଣତି: ପଥରରେ କଚାଡ଼ି ୧୮ ବର୍ଷର ଯୁବକଙ୍କୁ ହତ୍ୟା

ଝୁମ୍ପୁରା, ୨।୯ (ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତର ବଳଭଦ୍ରପୁର ଗ୍ରାମରେ ୧୮ ବର୍ଷର ଜଣେ ଯୁବକଙ୍କୁ ରବିବାର ଅପରାହ୍ନରେ ପଥରରେ...

ଲଗାଣ ବର୍ଷାରେ ପ୍ରଭାବିତ ସିଂହପୁର

ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ...

ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ

ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍‌-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ।...

ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ, ଜଣେ ଗୁରୁତର

ପାରଳାଖେମୁଣ୍ଡି,୨।୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୂର୍ବ ଶତ୍ରୁତାକୁ ନେଇ କାତିରେ ଆକ୍ରମଣ ଫଳରେ ଜଣେ ଗୁରୁତର ହୋଇଛନ୍ତି।...

Advertisement


Archives

Model This Week