ବଡ ଭାଇଙ୍କ ଜୀବନ ନେଲେ ସାନ ଭାଇ

ଟିଟିଲାଗଡ଼,୨୭।୧୦(ଡି.ଏନ୍‌.ଏ.): ଜଣେ ଭାଇ ନିଜ ଭାଇଙ୍କର ଜୀବନ ନେଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ହାଟପଦାପଡ଼ା ଗ୍ରାମରେ। ସେହି ମୃତ ଯବକ ଜଣଙ୍କ ହେଲେ ରନିଖୋଜ ସଞ୍ଜୟ ବେହେରା(୨୨)।

ପୋଲିସ ମୃତ ଯୁବକର ସାନଭାଇ ପ୍ରମୋଦ ବେହେରାକୁ ଅଟକ ରଖି ଥିଲା l ସେ ବଡ ଭାଇକୁ ମାରିଥିବା ସ୍ବୀକାର କରିଥିଲା l ହତ୍ୟା କରିଥବା ଝାର ଦେ ବନ୍ଧ ଜଙ୍ଗଲରୁ ଗଳିତ ମୃତ ଦେହକୁ ପୋଲିସ ମାଜିଷ୍ଟ୍ରେଟ ଲଳିତ ବାଗଙ୍କ ଉପସ୍ଥିତିରେ ଜବତ କରାଯାଇଛି। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ସହିତ ଉପଖଣ୍ଡ ପୋଲିସ ଅଧିକାରୀ ସୁରେନ୍ଦ୍ର ନାଥ ଶତପଥୀ ଆଇଆଇସି ରଞ୍ଜନ ବରିହା, ଆଶୁତୋଷ ସାମଲ ଓ ମୋହିନୀ ମଲିକଙ୍କ ସମେତ ମୃତକଙ୍କ ପରିବାରବର୍ଗ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ…

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର…

ମମତାଙ୍କ ଖେଳକୁ ବିଗାଡ଼ିଦେଲା ଏହି ୫ କାରଣ, ଜାଣନ୍ତୁ…

କୋଲକାତା,୪।୫: ପଶ୍ଚିମବଙ୍ଗରେ ୨୯୪ ବିଧାନସଭା ଆସନ ପାଇଁ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାଜପା ୧୮୮ଟି ଆସନରେ ଆଗୁଆ ଥିବା ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ୯୯ଟି…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ…

ସାମାନ୍ୟ ବର୍ଷାରେ ପୋଖରୀ ପାଲଟୁଛି ଗୁଡ଼ାରି ସହର 

ଗୁଡାରି, ୪।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲା ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥ ତଥା ବଂଶଧାରା ନଦୀ ପୋଲଠାରୁ ସହରକୁ ସଂଯୋଗ କରୁଥିବା ପ୍ରାୟ…

ଅମାନତ ହରାଇବ TMC? ମ୍ୟାଜିକ ନମ୍ବର ପାର କଲା ଭାଜପା

କୋଲକାତା,୪।୫: ଏଥର ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ, ଭାରତୀୟ ଜନତା ପାର୍ଟି (ଭାଜପା) ଭୋଟରେ ବହୁମତ ହାସଲ କରୁଥିବା ପରି ମନେ ହେଉଛି। ସକାଳ ୧୦ଟା ସୁଦ୍ଧା, ଭାଜପା…

ସହିପାରିଲେନି…. ଚେନ୍ନାଇ DMK ମୁଖ୍ୟାଳୟରେ ଭୋଭୋ ହୋଇ କାନ୍ଦିଲେ ଷ୍ଟାଲିନଙ୍କ ସମର୍ଥକ, ତମ୍ବୁ ମଧ୍ୟ ଭାଙ୍ଗିଲେ

ଚେନ୍ନାଇ,୪।୫: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବା ସହିତ, ତାମିଲନାଡୁରେ ସବୁଠାରୁ ଆକର୍ଷଣୀୟ ପ୍ରତିଯୋଗିତା ହେଉଥିବା ପରି ମନେ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ବୟାନ, କହିଲେ ‘ଶିକ୍ଷିତ ହିନ୍ଦୁମାନେ ମମତାଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ’

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ବର୍ତ୍ତମାନ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାଜପା ବହୁମତ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ଅତିକ୍ରମ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri