ବଡ଼ ଭଉଣୀର ମୃତ୍ୟୁ ଖବର ଶୁଣି ଯାଉଥିଲେ ସାନ, ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): ବଡ଼ ଭଉଣୀଙ୍କ ମୃତ୍ୟୁ ଖବର ପାଇ ଭଉଣୀଙ୍କ ଶେଷ ଦର୍ଶନ କରିବାକୁ ଯାଇଥିଲେ ସାନ ଭଉଣୀ। ମାତ୍ର କିଏ ଜାଣିଥିଲା ରାସ୍ତାରେ ତାଙ୍କୁ ନେବା ପାଇଁ ଯମ ଛକି ବସିଥିଲା ବୋଲି।

କେନ୍ଦୁଝର ଜିଲା ଘସିପୁରା ବ୍ଲକ ଜର୍ଦ୍ଦା ଗାଁର ମଞ୍ଜୁଲତା ଜେନା ନାମକ ଜଣେ ମହିଳା ଆନନ୍ଦପୁର ଥାନା ମୁଗୁପୁର ଗାଁରେ ତାଙ୍କ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଖବର ପାଇ ନିଜ ପୁଅକୁ ଧରି ବାଇକ୍‌ ଯୋଗେ ବାହାରି ଯାଇଥିଲେ ମୃତ ଭଉଣୀଙ୍କୁ ଶେଷ ଦର୍ଶନ କରିବାକୁ। ଦେଖି ସାରି ଫେରିବା ସମୟରେ ଘଷିପୁରା ଥାନା ଶାଳପଡ଼ା ସର୍ଭିସ ରୋଡ୍‌ରେ ନିର୍ମିତ ଉଚ୍ଚା ହମ୍ପ୍ସରେ ବାଇକ୍‌ରୁ ଖସି ପଡ଼ି ତାଙ୍କର ଜୀବନ ଯାଇଛି। ଏପରି ହୃଦୟ ବିଦାରକ ଘଟଣା ଘଟିବା ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି l ପ୍ରତ୍ୟେକ ଦିନ ଏହି ରାସ୍ତାରେ ଦୁର୍ଘଟଣା ଘଟି ଲୋକଙ୍କ ଜୀବନ ଯାଉଥିବାରୁ ତୁରନ୍ତ ଏହି ରାସ୍ତା ମରାମତି କରିବାକୁ ସ୍ଥାନୀୟ ଅଞ୍ଚଳରେ ଦୃଢ଼ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri