ସବୁଠାରୁ କମ ବୟସରେ ଓସ୍କାର ଜିତି ରେକର୍ଡ କଲେ ଭଉଣୀ-ଭାଇ

ଓ୍ବାଶିଂଟନ,୧୦।୩: ଦୁନିଆର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ଓସ୍କାର ଉପରେ ସମସ୍ତଙ୍କ ନଜର ସବୁବେଳେ ରହିଥାଏ। ଏଥର ୯୬ ତମ ଏକାଡେମୀ ପୁରସ୍କାର ଅନେକ କ୍ଷେତ୍ରରେ ସ୍ବତନ୍ତ୍ର ଏବଂ ଭିନ୍ନ ହୋଇଛି। ଏହାର ଗୋଟିଏ କାରଣ ହେଉଛି ବିଜେତା। ଏଥର ଅନେକ ଲୋକଙ୍କୁ ପ୍ରଥମ ଥର ପାଇଁ ଓସ୍କାର ପୁରସ୍କାର ପ୍ରଦାନ କରାଯାଇଥିବାବେଳେ କେତେକ ଏହି ବିଜୟ ସହିତ ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରଛନ୍ତି।
୯୬ ତମ ଏକାଡେମୀ ପୁରସ୍କାରର ଅନେକ ବିଶେଷ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ ହେଲା ଓସ୍କାର ବିଜେତା ଭାଇ ବିଲି ଏଲିଶ ଏବଂ ଫିନ୍ନାସ ଓ’କନେଲ। ସେ କେବଳ ତାଙ୍କ ପ୍ରଦର୍ଶନ ପାଇଁ ପୁରସ୍କାର ଜିତି ନାହାଁନ୍ତି, ବରଂ ଏକ ୮୭ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରିଥିଲେ, ଯାହାକୁ କେହି ଆଶା କରିନଥିଲେ।
ଶ୍ରେଷ୍ଠ ଗୀତ ବର୍ଗରେ ବହୁ ମହାନ ଗାୟକ ଏବଂ ଗୀତିକାରଙ୍କୁ ମନୋନୀତ କରାଯାଇଥିଲା। ଏହି ତାଲିକାକୁ ୨୨ବର୍ଷିୟ ବିଲି ଏଲିଶ ଏବଂ ୨୬ବର୍ଷିୟ ଫିନ୍ନାସ ଓ’କନେଲ ଜିତିଛନ୍ତି। ସେ ‘ବାର୍ବି’ ଚଳଚ୍ଚିତ୍ରରୁ ’‘ହ୍ବାଟ ଓ୍ବାଜ ଆଇ ମେଡ ଫର’ ପାଇଁ ଓସ୍କାର ପାଇଛି। ୯୬ତମ ଏକାଡେମୀ ପୁରସ୍କାର ଜିତିବା ଦ୍ୱାରା ବିଲି ଏଲିଶ ଏବଂ ଫିନ୍ନାସ ଓ’କନେଲ ଦୁଇଥର ଓସ୍କାର ଜିତିବା ସହ ୩୦ ବର୍ଷରୁ କମ ବୟସର ବିଜେତା ଭାବେ ଇତିହାସ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ, ଏହି ପୁରସ୍କାର୨୮ବର୍ଷ ବୟସରେ ଲୁସି ରେନର୍‌ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri