ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ସୂଚନାନୁସାରେ ବୁଧବାର ଅପରାହ୍ନରେ ହେମନ ତାଙ୍କ ୪ରୁ ୫ ଜଣ ସାଙ୍ଗଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଆସିଥିଲେ। ଗାଧୋଇବା ବେଳେ ହେମନ ପାଣିରେ ଭାସି ଯାଇଥିଲେ।ପରେ ତାଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖାଯାଇଛି l ଘଟଣାସ୍ଥଳରେ ଛତ୍ରପୁର ଏସ୍‌ଡିପିଓ ଗୌରହରି ସାହୁ, ଆର୍ଯ୍ୟପଲ୍ଲୀ ଥାନାଧିକାରୀ ବିଦ୍ୟା ଭାରତୀ ନାୟକଙ୍କ ସମେତ ବହୁ ପୋଲିସ, ଅଗ୍ନିଶମ ଓ ଓଡ୍ରାଫ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…

ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri