Posted inକଟକ

ଚାରା ଲଗାଇ ସ୍ବାଧିନତା ଦିବସ ପାଳିଲେ ଯୁବଗୋଷ୍ଠୀ

କଣ୍ଟାପଡା,୧୫।୮(ଡି.ଏନ୍‌.ଏ.)-ସମଗ୍ର ଦେଶରେ ଶନିବାର ୭୪ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କଣ୍ଟାପଡା ବ୍ଲକ ଛେଦା ଗ୍ରାମର ଯୁବଗୋଷ୍ଠୀ ସାମାଜିକ ଦୂରତ୍ୱରଖି କଣ୍ଟାପଡା ତହସିଲ ପରିସରରେ ୧୦୫୦ଟି ଚାରା ରୋପଣ କରି ସ୍ବାଧୀନତା ଦିବସ ପାଳନ କରିଛନ୍ତି। ଗ୍ରାମର ଶଙ୍କଟେଶ୍ୱର ଯୁବକ ସଂଘର ସଦସ୍ୟମାନେ ସକାଳୁ ଏକତ୍ରିତ ହୋଇ କଣ୍ଟାପଡା ତହସିଳ କାର୍ଯ୍ୟାଳୟରେ ପହଞ୍ଚି ଚାରାରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ କଣ୍ଟାପଡା ଅତିରିକ୍ତ ତହସିଲଦାର ଶୁଭ୍ରାଶୁଂ ସାହୁ, କଣ୍ଟାପଡା ବ୍ଲକ ବିଡିଓ ଶୁଭଶ୍ରୀ ରଥ, କଣ୍ଟାପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ମିତାରାଣୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri