ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌ ଲିକ୍‌ କଲେ ଯୁବକ

ପଦ୍ମପୁର,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ଗ୍ରାମର ଡାଙ୍ଗମାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌କୁ ଉକ୍ତ ଗ୍ରାମର ଜଣେ ଯୁବକ ଲିକ୍‌ କରି ଦେଇଥିଲେ। ପିଲାମାନେ ଜାଣିପାରି ତାଙ୍କୁ ପଚାରିବାରୁ ସେ ଓଲଟା ତାଙ୍କୁ ଗାଳିଗୁଲଜ କରିବା ସହ ଅଶ୍ଲୀଳ ଭାଷା ପ୍ରୟୋଗ କରିଥିଲେ। ଏହି ଘଟଣାକୁ ନେଇ ପିଲାମାନେ ଅଭିଭାବକଙ୍କ ସହ ନାୟକାଣୀଡ଼ିହୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋମ୍ବିଂ ଅପରେଶନ ବେଳେ ଗଲା ୨ ଯବାନଙ୍କ ଜୀବନ

ମାଲକାନଗିରି,୨୦ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲାରେ ଶୁକ୍ରବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଶହୀଦ ହୋଇଛନ୍ତି। ସେମାନେ ହେଲେ...

ଭୁଶୁଡ଼ିଥିବା ପୋଲର ସ୍ଥିତି ଦେଖିଲେ ଅଧିକାରୀ

ବାଲେଶ୍ୱର ଅଫିସ, ୨୦।୬- ବାଲେଶ୍ୱର ଜିଲା ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତରେ କୋଷ୍ଟ କେନାଲ ଉପରେ ଥିବା ୪୫ବର୍ଷର ପୁରୁଣା ପାଦଚଲା ପୋଲ ଗତ ୧୭...

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି।...

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ...

ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍‌ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି...

ଆଶ୍ରମରୁ ବାବାଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ

ଅତାବିରା,୨୨।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ସୋମବାର ଜଣେ ସାଧୁସନ୍ଥଙ୍କ ମୃତଦେହ...

ମାସେ ଚାଲିଲାନି ମାର୍କେଟ ୟାର୍ଡ

ଢେଙ୍କାନାଳ ଅଫିସ, ୧୧।୧ଚାଷୀ ନିଜର ଉତ୍ପାଦିତ ସବୁଜ ପରିବା ଉଚିତ ମୂଲ୍ୟରେ ବିକିପାରିବେ। ଗୋଦାମ ଘରେ ସୁବିଧାରେ ରଖାଯାଇପାରିବ ଉତ୍ପାଦିତ ଚାଉଳ। ଏଭଳି ମହତ୍‌ ଉଦ୍ଦେଶ୍ୟ...

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ...

Advertisement
Archives

Model This Week