ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌ ଲିକ୍‌ କଲେ ଯୁବକ

ପଦ୍ମପୁର,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ଗ୍ରାମର ଡାଙ୍ଗମାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌କୁ ଉକ୍ତ ଗ୍ରାମର ଜଣେ ଯୁବକ ଲିକ୍‌ କରି ଦେଇଥିଲେ। ପିଲାମାନେ ଜାଣିପାରି ତାଙ୍କୁ ପଚାରିବାରୁ ସେ ଓଲଟା ତାଙ୍କୁ ଗାଳିଗୁଲଜ କରିବା ସହ ଅଶ୍ଲୀଳ ଭାଷା ପ୍ରୟୋଗ କରିଥିଲେ। ଏହି ଘଟଣାକୁ ନେଇ ପିଲାମାନେ ଅଭିଭାବକଙ୍କ ସହ ନାୟକାଣୀଡ଼ିହୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ...

ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ...

ପୂର୍ବଶତ୍ରୁତାରୁ ଠେଙ୍ଗା-ପଥରମାଡ଼: ୫ ଗୁରୁତର

ଘସିପୁରା,୬ା୧୨(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଆଗର୍ଦା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ୫ ଗୁରୁତର ହୋଇଥିବା ସୂଚନା ମିଳିଛି। ପୂର୍ବଶତ୍ରୁତାକୁ...

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ବୁହାହେଲେ ରୋଗୀ

କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଅତ୍ୟନ୍ତ ଶୋଚନୀୟ ଯୋଗୁ ଗାଁ ଭିତରକୁ ଆମ୍ବୁଲାନ୍ସ ପଶି ପାରିଲାନି। ଫଳରେ ରୋଗୀ ଷ୍ଟ୍ରେଚରରେ ବୁହା ହୋଇ ମେଡିକାଲ ଯାଇଛନ୍ତି।...

୫ ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ: ୧୩ ଗିରଫ

ମୋରଡ଼ା,୬ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଦୈନିକ ବହୁ ମାତ୍ରାରେ ଗୋରୁ ଚାଲାଣ ହେଉଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଶୁଳିଆପଦା ଥାନା...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ନନ୍ଦନକାନନରେ ଆଖିବୁଜିଲା ଆନାକୋଣ୍ଡା

ବାରଙ୍ଗ, ୬।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ...

ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା:  ପାଣି ଭିତରେ ପର୍ଯ୍ୟଟକ 

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ  ଘଟିଛି। ହଠାତ୍‌ ହାଣ୍ଡି ଭେଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri