Posted inଜାତୀୟ

ଚାଇନାରୁ ଫେରିଥିବା ଯୁବକ କରୋନା ଚିହ୍ନଟ: ଘରେ ପହଞ୍ଚିଲେ ସ୍ବାସ୍ଥ୍ୟ ବିଭାଗ ଟିମ

ଆଗ୍ରା,୨୫।୧୨: ଆଗ୍ରାରେ ଚାଇନାରୁ ଫେରିଥିବା ଜଣେ ଯୁବକ କରୋନା ଚିହ୍ନଟ ହୋଇଛନ୍ତି। ଦୁଇ ଦିନ ପୂର୍ବରୁ ସେ ଚାଇନାରୁ ଫେରିଥିଲେ। ଏକ ଘରୋଇ ଲ୍ୟାବରେ କରୋନା ପରୀକ୍ଷା କରାଯାଇଥିଲା। କରୋନା ରିପୋର୍ଟ ପଜିଟିଭ୍‌ ହେବା ପରେ ସ୍ବାସ୍ଥ୍ୟ ବିଭାଗ ଟିମ ଯୁବକଙ୍କ ଘରେ ପହଞ୍ଚିଛି।
ଶାହାଗଞ୍ଜ ଅଞ୍ଚଳର ଜଣେ ୪୦ ବର୍ଷ ବୟସ୍କ ଯୁବକ ଚାଇନା ଯାଇଥିଲେ। ସେ ୨୩ ଡିସେମ୍ବରରେ ଆଗ୍ରାକୁ ଫେରିଥିଲେ। ଏଠାରେ ସେ ଏକ ଘରୋଇ ଲ୍ୟାବରେ କରୋନା ଟେଷ୍ଟ କରିଥିଲେ। ରବିବାର କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍ବାସ୍ଥ୍ୟ ବିଭାଗକୁ ଘରୋଇ ଲ୍ୟାବ ପକ୍ଷରୁ ସୂଚନା ଦିଆଯାଇଥିଲା।
ଯୁବକମାନଙ୍କ ଘରକୁ ରାପିଡ ରେସପନ୍ସ ଟିମ ପଠାଯାଇଛି। ଯୁବକମାନଙ୍କ ସହ ଯୋଗାଯୋଗ କରିଥିବା ଲୋକଙ୍କୁ ମଧ୍ୟ ଅନୁସନ୍ଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟଥର ମଣିପୁର ମୁଖ୍ୟମନ୍ତ୍ରୀ ହେବେ ଏନ ବିରେନ ସିଂ

ଇମ୍ଫାଲ,୨୦।୩: ମଣିପୁରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ରବିବାର ସ୍ପଷ୍ଟ ହୋଇଛି। ମଣିପୁର ଭାଜପା ବିଧାୟକ ଦଳର ବୈଠକରେ କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କୁ ବିଧାୟକ...

ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ

ଓ୍ବାଶିଂଟନ୍‌,୨୦।୫(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍‌ନାଲ ସ୍ପେସ୍‌ ଷ୍ଟେଶନ୍‌...

ଗୁଜରାଟ ନିର୍ବାଚନ: ଆଉ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ, ଏବେ ପର୍ଯ୍ୟନ୍ତ ୧୪୨ ପ୍ରାର୍ଥୀ ମଇଦାନରେ

ଗାନ୍ଧିନଗର,୧୪ ।୧୧: ବେଳକୁ ବେଳ ସରଗରମ ହେଲାଣି ଗୁଜରାଟର ରାଜନୈତିକ ବାତାବରଣ । ଏବେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀ ଘୋଷଣା...

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ...

ସୀତାରାମନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ରେ ୪୯ ବର୍ଷ ପରେ ମହିଳା ଅର୍ଥମନ୍ତ୍ରୀ ଭାବେ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା...

୩୫ ଟଙ୍କାରେ ମିଳିବ ପିଆଜ ଦେଖାଇବାକୁ ପଡିବ ଆଇଡି କାର୍ଡ

ହାଇଦ୍ରାବାଦ,୨୫ ।୧୦: ଏବେ ସାରା ଦେଶରେ ପିଆଜ ସମସ୍ତଙ୍କୁ କନ୍ଦାଇବାରେ ଲାଗିଛି । ଅଧିକାଂଶ ରାଜ୍ୟରେ ଏବେ ପିଆଜ କିଲୋପ୍ରତି ଦାମ୍ ପାଖପାଖି ୧୦୦ଟଙ୍କା ଛୁଇଁଲାଣି...

ଡିଆରଡିଓର ମାନବ ବିହୀନ ବୋଟ, ସାମୁଦ୍ରିକ ସୀମା ଉପରେ ରଖିବ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ,୬।୧୦ : ଦେଶର ବାୟୁ ମାର୍ଗ ସୀମା ଉପରେ ନଜର ରଖିବା ପାଇଁ ମାନବ ବିହୀନ ଡ୍ରୋନ ନିୟୋଜିତ କରାଯାଇଛି। ସେହିପରି ସାମୁଦ୍ରିକ ସୀମା ଉପରେ...

Advertisement
Archives

Model This Week