ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ, ଟିଭି ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର,୬ା୩(ବ୍ୟୁରୋ): ଓଡିଶା ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ଶନିବାରଠାରୁ ଏହା ଆରମ୍ଭ ହୋଇଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା  ମଧ୍ୟ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।

ତେବେ ପାର୍ଲିଆମେଣ୍ଟ ଢାଞ୍ଚାରେ ବିଧାନସଭା ଟିଭି ଚ୍ୟାନେଲ କାର୍ଯ୍ୟକାରୀ ହେବ। ଏଥିରେ ବିଧାନସଭା ସମ୍ବନ୍ଧୀୟ ଖବର ପ୍ରସାରଣ ହେବ। ଏଥିପାଇଁ ଓ ବିଧାନସଭା ସମାଚାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ବିଜୁ ଜୟନ୍ତୀରେ ଏହାର ଶୁଭାରମ୍ଭ ହୋଇଛି। ଏବେ ୟୁଟ୍ୟୁବ୍‌ରେ ଏହାର ପ୍ରସାରଣ କରାଯିବ। ପରେ ସାଟେଲାଇଟ୍‌ ହେବାର ଯୋଜନା ରହିଛି। ଏଥିପାଇଁ ବିଧାନସଭା ପରିସରରେ ଏହାର ଷ୍ଟୁଡିଓ ତିଆରି ଚାଲିଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ଆରମ୍ଭ ହେବ।  ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମେଡିକାଲ, ଇଞ୍ଜିନିୟରିଂ କଲେଜରେ ପଢୁଥିବା ଏସ୍‌ଟି,ଏସ୍‌ସିଙ୍କ ଫି’ ଫେରସ୍ତ ହେବ

ଭୁବନେଶ୍ୱର,୧ା୯(ଅନିଲ ଦାସ):ସରକାରୀ ମେଡିକାଲ କଲେଜ ଏବଂ ଇଞ୍ଜିନିୟରିଂ କଲେଜରେ ପଢୁଥିବା ସମସ୍ତ ଏସ୍‌ଟି,ଏସ୍‌ସି ଛାତ୍ରୀଛାତ୍ରଙ୍କ ସମସ୍ତ ଫି’ ଫେରାଯିବ। ସମସ୍ତ ପାଠପଢ଼ା ଖର୍ଚ୍ଚ ବିଭାଗ ତରଫରୁ...

ଲଲାଟଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର-୨୦୨୧’ ଶୁକ୍ରବାର ଘୋଷଣା କରାଯାଇଛି। ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଏହି...

ଦିଗପହଣ୍ଡିରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଗଲା ଅନ୍ତିମ ସତ୍କାର

ଦିଗପହଣ୍ଡି,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଜଣେ କରୋନା ଯୋଦ୍ଧା (ସହକାରୀ ଶିକ୍ଷକ)ଙ୍କ ମୃତ୍ୟୁ ଘଟଣାକୁ ସପ୍ତାହେ ହୋଇଥିବା ବେଳେ ଏବେ ଆଉ ଜଣେ ଯୋଦ୍ଧାଙ୍କ...

ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି...

ସବାଇ ଘାସକୁ ଜିଆଇ ଟ୍ୟାଗ୍‌ ପାଇଁ ଆବେଦନ

ଭୁବନେଶ୍ୱର,୩।୬(ବ୍ୟୁରୋ): ସବାଇ ଘାସକୁ ମିଳିବ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜି.ଆଇ.) ଟ୍ୟାଗ। ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଏ ନେଇ ଆବେଦନ କରିଛି। ନିଗମ ପକ୍ଷରୁ ଆଇପି...

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

୩ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୨୯ା୧୦(ସ୍ବ.ପ୍ର.): ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ୩ଟି ବେଆଇନ ଭାବେ ଚାଲିଥିବା କ୍ଲିନିକ୍‌କୁ ଶନିବାର ସିଲ୍‌ କରାଯାଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା...

ପ୍ରକାଶ ପାଇଲା ଓଏଏସ୍‌ ପ୍ରିଲିମ୍‌ ରେଜଲ୍ଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ୍‌-୨୦୨୧ ପ୍ରିଲିମ୍‌ ପରୀକ୍ଷାଫଳ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ମୋଟ୍‌ ୫୨୯୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା...

Advertisement
Archives

Model This Week