Posted inଜାତୀୟ

ଜର୍ଦାରୀ-ଗିଲାନୀଙ୍କ ସମସ୍ୟା ବଢିଲା

ଇସଲାମାବାଦ୍‌,୨୯।୯: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ସମସ୍ୟା ବଢିଛି। ଅକ୍ଟୋବର ୨୪ରେ ତୋସାଖାନା ମାମଲାରେ ହାଜର ହେବା ପାଇଁ ଇସଲାମାବାଦ କୋର୍ଟ ଜର୍ଦାରୀ ଏବଂ ଗିଲାନୀଙ୍କୁ ଡକାଇଛନ୍ତି। ୨୦୦୮ ରୁ ୨୦୧୩ ପର୍ଯ୍ୟନ୍ତ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ସରକାର ସମୟରେ ନକଲି ବ୍ୟାଙ୍କ ଆକାଉଣ୍ଟ ସହ ଜଡିତ ଥିବା ତଥା ସରକାରୀ ଉପହାର ଭଣ୍ଡାରର ଅପବ୍ୟବହାର ଅଭିଯୋଗରେ ଏହି ସମନ ଜାରି କରାଯାଇଛି। ଯାହା ତୋସାଖାନା ନାମରେ ଜଣାଶୁଣା।
ଇସଲାମାବାଦ ଆକାଉଣ୍ଟବିଲିଟି କୋର୍ଟର ପ୍ରଶାସନିକ ବିଚାରପତି ମହମ୍ମଦ ବଶିର ଉଭୟ ନେତାଙ୍କୁ ଡକାଇ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୦ରେ ଜାତୀୟ ଆକାଉଣ୍ଟବିଲିଟି ବ୍ୟୁରୋ ଜର୍ଦାରୀ, ଗିଲାନୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri