Posted inଖେଳ

ଇଂଲଣ୍ଡ କ୍ରିକେଟର ବେନ୍ ଷ୍ଟୋକ୍ସଙ୍କ ଘରୁ ଚୋରି; ନେଇଗଲେ ବହୁ ମୂଲ୍ୟବାନ ଜିନିଷ

ନୂଆଦିଲ୍ଲୀ,୩୧।୧: ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସଙ୍କ ଘରେ ଚୋରି ହୋଇଛି। କିଛି ଦୁର୍ବୁତ୍ତ ତାଙ୍କ ଘରକୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ଷ୍ଟୋକ୍ସ ପାକିସ୍ତାନରେ ଟେଷ୍ଟ ମ୍ୟାଚ୍ ଖେଳୁଥିଲେ। ଦୁର୍ବୁତ୍ତମାନେ ତାଙ୍କର ପରି ବହୁ ମୂଲ୍ୟବାନ ଜିନିଷ ସବୁ ଚୋରି କରି ନେଇଛନ୍ତି , ଯେଉଁଥିରେ ତାଙ୍କର ଅନେକ ସ୍ମୃତି ଯୋଡି ହୋଇ ରହିଥିଲା।

ଚୋରି ହୋଇଯାଇଥିବାର କିଛି ଜିନିଷ ଷ୍ଟୋକ୍ସ ତାଙ୍କ ପୋଷ୍ଟରେ ଶେୟାର କରିଛନ୍ତି। ଯେଉଁଥିରେ ୨୦୨୦ ଓବିଇ ମେଡାଲ, ସୁନା ଚେନ୍, ଡିଜାଇନର ବ୍ୟାଗ୍, ମୁଦି ଆଦି ସାମିଲ ଅଛି ଯାହା ବହୁମୂଲ୍ୟ ଅଟେ। ଷ୍ଟୋକ୍ସଙ୍କ କହିବା ମୁତାବକ ଅକ୍ଟୋବର ୧୭ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଛି। ଯେତେବେଏ କି ଚୋରି ସମୟରେ ତାଙ୍କ ଘରେ ସ୍ତ୍ରୀ ଓ ଦୁଇ ଦୁଇ ପିଲା ଥିଲେ। ଯାହାକୁ ନେଇ ସେ ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି।

ଘରେ କେହି ନଥିବା ବେଳେ ତାଙ୍କର ସ୍ତ୍ରୀ ଏବଂ ଦୁଇ ପିଲା ଥିବା ସ୍ଥିତିରେ ଏହି ଘଟଣା ଘଟିଥିଲା, ଯାହାକୁ ସମ୍ପୂର୍ଣ୍ଣ ଚିନ୍ତାଜନକ। ଭଗବାନଙ୍କ କୃପାରୁ ତାଙ୍କର ପରିବାର ସଦସ୍ୟ ସମ୍ପୁର୍ଣ୍ଣ ଠିକ ଅଛନ୍ତି, ସେମାନଙ୍କୁ କୌଣସି ଶାରୀରିକ କ୍ଷତି ପହଞ୍ଚାଇ ନାହାନ୍ତି। ଚୋରି ସାମଗ୍ରୀ ଗୁଡିକୁ ଖୋଜିବାକୁ ସହଜ ହେବ। ଶେଷରେ ଏହି ସମସ୍ତ ଚିରି ଜିନିଷକୁ ଏବଂ ଦୁର୍ବୁତ୍ତମାନଙ୍କୁ ଧରିବାକୁ ସେ ସାହାଯ୍ୟ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri