Posted inଖେଳ

ଇଂଲଣ୍ଡ କ୍ରିକେଟର ବେନ୍ ଷ୍ଟୋକ୍ସଙ୍କ ଘରୁ ଚୋରି; ନେଇଗଲେ ବହୁ ମୂଲ୍ୟବାନ ଜିନିଷ

ନୂଆଦିଲ୍ଲୀ,୩୧।୧: ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସଙ୍କ ଘରେ ଚୋରି ହୋଇଛି। କିଛି ଦୁର୍ବୁତ୍ତ ତାଙ୍କ ଘରକୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ଷ୍ଟୋକ୍ସ ପାକିସ୍ତାନରେ ଟେଷ୍ଟ ମ୍ୟାଚ୍ ଖେଳୁଥିଲେ। ଦୁର୍ବୁତ୍ତମାନେ ତାଙ୍କର ପରି ବହୁ ମୂଲ୍ୟବାନ ଜିନିଷ ସବୁ ଚୋରି କରି ନେଇଛନ୍ତି , ଯେଉଁଥିରେ ତାଙ୍କର ଅନେକ ସ୍ମୃତି ଯୋଡି ହୋଇ ରହିଥିଲା।

ଚୋରି ହୋଇଯାଇଥିବାର କିଛି ଜିନିଷ ଷ୍ଟୋକ୍ସ ତାଙ୍କ ପୋଷ୍ଟରେ ଶେୟାର କରିଛନ୍ତି। ଯେଉଁଥିରେ ୨୦୨୦ ଓବିଇ ମେଡାଲ, ସୁନା ଚେନ୍, ଡିଜାଇନର ବ୍ୟାଗ୍, ମୁଦି ଆଦି ସାମିଲ ଅଛି ଯାହା ବହୁମୂଲ୍ୟ ଅଟେ। ଷ୍ଟୋକ୍ସଙ୍କ କହିବା ମୁତାବକ ଅକ୍ଟୋବର ୧୭ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଛି। ଯେତେବେଏ କି ଚୋରି ସମୟରେ ତାଙ୍କ ଘରେ ସ୍ତ୍ରୀ ଓ ଦୁଇ ଦୁଇ ପିଲା ଥିଲେ। ଯାହାକୁ ନେଇ ସେ ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି।

ଘରେ କେହି ନଥିବା ବେଳେ ତାଙ୍କର ସ୍ତ୍ରୀ ଏବଂ ଦୁଇ ପିଲା ଥିବା ସ୍ଥିତିରେ ଏହି ଘଟଣା ଘଟିଥିଲା, ଯାହାକୁ ସମ୍ପୂର୍ଣ୍ଣ ଚିନ୍ତାଜନକ। ଭଗବାନଙ୍କ କୃପାରୁ ତାଙ୍କର ପରିବାର ସଦସ୍ୟ ସମ୍ପୁର୍ଣ୍ଣ ଠିକ ଅଛନ୍ତି, ସେମାନଙ୍କୁ କୌଣସି ଶାରୀରିକ କ୍ଷତି ପହଞ୍ଚାଇ ନାହାନ୍ତି। ଚୋରି ସାମଗ୍ରୀ ଗୁଡିକୁ ଖୋଜିବାକୁ ସହଜ ହେବ। ଶେଷରେ ଏହି ସମସ୍ତ ଚିରି ଜିନିଷକୁ ଏବଂ ଦୁର୍ବୁତ୍ତମାନଙ୍କୁ ଧରିବାକୁ ସେ ସାହାଯ୍ୟ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?