ଭବାନୀପାଟଣା ଜଳେଶ୍ୱର ମନ୍ଦିରରୁ ଚୋରି

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ଶେଷରେ ଭଗବାନ୍‌ଙ୍କୁ ଛାଡିଲେନି ଦୁର୍ବୃତ୍ତ। ତାଲା ଭାଙ୍ଗି ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ସାମଗ୍ରୀ ଚୋରି କରିଛନ୍ତି। ଏଭଳି ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହରର ପ୍ରସିଦ୍ଧ ଜଳେଶ୍ୱର ମନ୍ଦିରରେ। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଦାନବାକ୍ସ, ଘଣ୍ଟ, ବାସନକୁସନ ଆଦି ସାମଗ୍ରୀ ଚୋରି କରିନେଇଥିବା ଜଣାପଡିଛି।
ଶନିବାର ସକାଳେ ମନ୍ଦିର ପୂଜାରୀ ଏହା ଦେଖିବା ପରେ ପରିଚାଳନା କମିଟିକୁ ଜଣାଇଥିଲେ। ପରେ ମନ୍ଦିର ସମ୍ପାଦକ ସତ୍ୟନାରାୟଣ ବିଶି ଭବାନୀପାଟଣା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ...

ବଢ଼ୁଛି ବିଜୟ ବିଶ୍ୱାସ

ବଇଣ୍ଡା,୧୩।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ...

ଜିଲା ମୁଖ୍ୟ ଚିକିତ୍ସାଳୟ ବୁଲିଲେ ଏସ୍‌ପି: ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ

ରାୟଗଡ଼ା ଅଫିସ, ୮।୧୦: ରାୟଗଡ଼ା ଏସ୍‌ପି ଡ. ଶର୍ବଣା ବିବେକ ଏମ୍‌ ସୋମବାର ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ସେଠାରେ ଡାକ୍ତର,...

ମା’ଙ୍କ ଗଳାକୁ ବ୍ଲେଡରେ କାଟି ମାରିଦେଲା ପୁଅ

ବରପାଲି,୧୯।୪(ଡିଏନଏ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମା’ଙ୍କୁ ଅତି ନିର୍ମମ ଭାବେ ଗଳା...

ସଜେଇ ହେଉଛି ଇକୋରିଟ୍ରିଟ: ଡିସେମ୍ବର ପହିଲାରେ ଶୁଭାରମ୍ଭ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ଦାରିଙ୍ଗବାଡ଼ିଠାରେ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ...

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣା: ପାଟଣାଗଡ଼ ବିଧାୟକଙ୍କୁ ଗିରଫ ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୨।୬: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଗିରଫ ଦାବିରେ ଆଦିବାସୀ ସଂଘ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳ ଅଫିସ ଘେରାଉ କରାଯାଇଥିଲା। ଏହି...

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ

ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା...

ପୂରଣ ହେବ ରାମିଆଳ ସେତୁ ସ୍ବପ୍ନ

ଭୁବନ, ୨୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଦେଇ ପ୍ରବାହିତ ରାମିଆଳ ନଦୀ ଉପରେ ନିର୍ମାଣ ହେବ ସେତୁ। ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଶୁକ୍ରବାର...

Advertisement
Archives

Model This Week