ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା ସିସିଟିଭିକୁ ମଧ୍ୟ ନେଇଯାଇଛନ୍ତି।

ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରଛି। ସୋମବାର ରାତିରେ ମନ୍ଦିରର ନୀତିକାନ୍ତି ସମାପ୍ତ ପରେ ମନ୍ଦିରର ମୁଖ୍ୟ ପୂଜକ ମନ୍ଦିର ତାଲା ପକାଇ ଯାଇଥିଲେ ।

ମଙ୍ଗଳବାର ସକାଳେ ପୂଜକ ମନ୍ଦିର ଆସି ଦିଅଙ୍କ ଅଳଙ୍କାର ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ମନ୍ଦିରର ସିସିଟିଭି ହାଡ଼ଡିସ ମଧ୍ୟ ନ ଥିବା ଦେଖିବାକୁ ମିଳିଥିଲା । ଏନେଇ ଗ୍ରାମବାସୀ ଓ ମନ୍ଦିର କମିଟି କତୁରୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri