ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା ସିସିଟିଭିକୁ ମଧ୍ୟ ନେଇଯାଇଛନ୍ତି।

ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରଛି। ସୋମବାର ରାତିରେ ମନ୍ଦିରର ନୀତିକାନ୍ତି ସମାପ୍ତ ପରେ ମନ୍ଦିରର ମୁଖ୍ୟ ପୂଜକ ମନ୍ଦିର ତାଲା ପକାଇ ଯାଇଥିଲେ ।

ମଙ୍ଗଳବାର ସକାଳେ ପୂଜକ ମନ୍ଦିର ଆସି ଦିଅଙ୍କ ଅଳଙ୍କାର ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ମନ୍ଦିରର ସିସିଟିଭି ହାଡ଼ଡିସ ମଧ୍ୟ ନ ଥିବା ଦେଖିବାକୁ ମିଳିଥିଲା । ଏନେଇ ଗ୍ରାମବାସୀ ଓ ମନ୍ଦିର କମିଟି କତୁରୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ନବମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରି ଲହୁଲୁହାଣ କଲେ ପ୍ରଧାନଶିକ୍ଷକ: ଅତିରିକ୍ତ ଜିଲାପାଳଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲେ…

ଛତ୍ରପୁର, ୧୯।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହୁମ୍ମା ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri