ମେଡିକାଲ କର୍ମଚାରୀଙ୍କ ଘରୁ ଚୋରି, ଶୋଇଥିବା ବେଳେ ବୁଲିଲା କଳାକନା

ହିନ୍ଦୋଳ,୨୭।୪: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଖଜୁରିଆକଟା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀ ନଗେନ୍ଦ୍ର ନାୟକଙ୍କ ଘରୁ ସୋମବାର ବିଳମ୍ବିତ ରାତ୍ରିରେ ଏକ ଲୁଟ୍‌ ହୋଇଛି l ଲୁଟେରାମାନେ ମାନେ ୩ଟି ସୁନା ହାର, ରୁପା ପାଉଁଜି ଏବଂ ୩ ଗୋଟି ଏଟିଏମ ନେଇ ଯାଇଛନ୍ତି l ପରିବାର ଲୋକ ଶୋଇଥିବା ସମୟରେ ଏହା ଘଟିଛି l ସକାଳେ ଏହା ଜଣାପଡିବା ପରେ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?