ବିଚାରପତିଙ୍କ ଘରୁ ଚୋରି

କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍‌ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଚୋରଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି ନାହିଁ। ଏନେଇ କେନ୍ଦୁଝର ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପ୍ପୋ କହିଛନ୍ତି ଅଭିଯୋଗ ମିଳିବା ପରେ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପଦକ୍ଷେପ ନିଆଯାଇଛି। ଖୁବ ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ...

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୨୫।୯(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କେନ୍ଦୁଝର ଦ୍ୱିତୀୟ କ୍ୟାମ୍ପସରେ ବୁଧବାର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଶୋଚନୀୟ ରାସ୍ତା, ଅଧ୍ୟାପକ ଅଭାବ, ହଷ୍ଟେଲ, ଲାବରୋଟୋରୀ, ଓ୍ବାଇଫାଇ...

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...

ଖାଦ୍ୟ ମାନ ଯାଞ୍ଚ କରିବେ ଡାକ୍ତରୀ ଦଳ

ଅନୁଗୋଳ ଅଫିସ,୨୩।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ରୋଗୀ କଲ୍ୟାଣ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର...

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ...

ଜିଲା କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ବୁଧବାର ୪ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ...

ସୁବର୍ଣ୍ଣରେଖା ଉପରେ ନଜର ରଖାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଲଘୁଚାପ ପ୍ରଭାବରେ ସୁବର୍ଣ୍ଣରେଖାରେ ବନ୍ୟା ସୃଷ୍ଟି ହୋଇଛି ା ବାଲେଶ୍ୱର ଜିଲାର କେତେକ ଅଞ୍ଚଳ ବନ୍ୟାଘେରରେ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦିଆଯାଉଛି। ସୁବର୍ଣ୍ଣରେଖାର...

ନିର୍ବାଚନୀ ହିଂସା ଥମୁନି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ଟି ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଶେଷ ହୋଇଛି। ତେବେ ହିଂସାକାଣ୍ଡ ନିର୍ବାଚନ ପିଛା ଛାଡୁନାହିଁ। ଗତ ୩ଟି...

Advertisement
Archives

Model This Week