ଓକିଲଙ୍କ ଅଫିସ ତାଲା ଭାଙ୍ଗି ନଗଦ ଟଙ୍କା, ଫାଇଲପତ୍ର ନେଇଗଲେ ଦୁର୍ବୃତ୍ତ

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ରଥସାହି ଛକଠାରେ ବୁଧବାର ରାତିରେ ଦୁର୍ବୃତ୍ତମାନେ ଓକିଲ ସୀମାଞ୍ଚଳ ମିଶ୍ରଙ୍କ ଅଫିସ ସହ କାଳୁ ସାମଲଙ୍କ ଟେଣ୍ଟ ହାଉସ ଦୋକାନ, ଡାକ୍ତର ସରୋଜ କୁମାର ଦାଶଙ୍କ ହୋମିଓ କ୍ଲିନିକ, ଶାନୁ ସାମଲଙ୍କ ତେଜରାତି ଦୋକାନର ତାଲା ଭାଙ୍ଗି ଚୋରି କରିଛନ୍ତି। ଏଥିନେଇ ଗୁରବାର ଓକିଲ ସୀମାଞ୍ଚଳ ମିଶ୍ର ପୋଲିସରେ ଅଭିଯୋଗ କରିଛନ୍ତି। କେହି ଦୁର୍ବୃତ୍ତ ତାଙ୍କ ଅଫିସ କବାଟ ଭାଙ୍ଗି ପଶି ଟେବୁଲ ଡ୍ର’ରେ ଥିବା ୪୦ ହଜାର ଟଙ୍କା ସହ କିଛି ଫାଇଲପତ୍ର ଚୋରି କରି ନେଇଯାଇଛନ୍ତି। ଏହାକୁ ନେଇ ଥାନା ଏଏସ୍‌ଆଇ ରବିନ୍ଦ୍ର ନାଥ ପାଣିଗ୍ରାହୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଦାବିପତ୍ର ପ୍ରଦାନ କଲା ଗ୍ରାମ୍ୟ ପରିଚାଳନା କମିଟି

ଗଞ୍ଜାମ,୬ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍‌ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ...

ସାଇକେଲରେ ତାମିଲନାଡୁରୁ ପୋଲସରା ଫେରିଲେ ଯୁବକ

ପୋଲସରା,୨୦ା୫(ଡି.ଏନ.ଏ.)- ପୋଲସରା ଇଚ୍ଛାପୁର ଗ୍ରାମର ଅରୁଣ ନାୟକ ତାମିଲନାଡୁର ଅମ୍ବାଟୁରରୁ ସାଇକେଲରେ ଆସି ସୋମବାର ନିଜ ଅଞ୍ଚଳରେ ପହଞ୍ଚତ୍ଛନ୍ତି। ଅମ୍ବାଟୁରର ଏକ କମ୍ପାନୀରେ ଅରୁଣ କାମ...

ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର...

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା...

ଆନ୍ଦୋଳନର ପଞ୍ଚମ ଦିନରେ ଚାଷୀଙ୍କ ନିଆରା ପ୍ରତିବାଦ

ତରଭା, ୨୯ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ଆଞ୍ଚଳିକ କୃଷକ ସଂଗଠନ ଆନୁକୂଲ୍ୟରେ ଚାଲିଥିବା ଚାଷୀ ଆନ୍ଦୋଳନ ପଞ୍ଚମ ଦିନରେ ପହଞ୍ଚିଛି ା ଶୁକ୍ରବାର ପ୍ରଶାସନର...

ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ...

ଭାଙ୍ଗିଲା ଘର, ଉଜୁଡିଲା ଧାନ

ଖଇରା, ୯।୧୧(ଡି.ଏନ.ଏ.): ବୁଲୁବୁଲ ପ୍ରଭାବରେ ଖଇରା ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବହୁ ସ୍ଥାନରେ ଘର ଉପରେ ଗଛ ପଡିବା ଯୋଗୁ ଛପର ଘର ଭାଙ୍ଗିରୁଜି...

ସୁରଟ ଫେରନ୍ତାଙ୍କ ସଙ୍ଗରୋଧ ନିୟମ ଊଲ୍ଲଂଘନ: ରାସ୍ତାରେ ବସି ପ୍ରତିବାଦ ଜଣାଇଲେ ଗ୍ରାମବାସୀ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଗାଁ ପଞ୍ଚାୟତ ଅଧୀନ ପିହାଣଗଡିଆ ଗ୍ରାମରେ ଏକ ସୁରଟ ଫେରନ୍ତା ଦମ୍ପତି ନିୟମ ଊଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି।...

Advertisement

BGU

Archives

Model This Week

Why Dharitri