ମାଳଦା ବଜାରରୁ ଚୋରି: ସ୍କାଏଲାଇଟ୍‌ ଭାଙ୍ଗି ନେଇଗଲେ…

ଭଣ୍ଡାରିପୋଖରୀ,୧୪।୧୧(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମାଳଦା ବଜାରରୁ ଶନିବାର ରାତିରେ ଚୋରି ହୋଇଛି। ବିଭିନ୍ନ ଦୋକାନର ସ୍କାଏଲାଇଟ୍‌ ଭାଙ୍ଗି ଚୋରି ହୋଇଥିବା ଜଣାଯାଇଛି। ବଜାରର ଲୁଗା ଦୋକାନ ,ଜୋତା ଦୋକାନ , ମୋବାଇଲ ଦୋକାନରୁ ଚୋରମାନେ ଲକ୍ଷାଧିକ ଟଙ୍କା ସମେତ ବହୁ ସାମଗ୍ରୀ ଚୋରି କରିନେଇଥିବା ଥାନା ଅଭିଯୋଗ ହୋଇଛି। ଅଭିଯୋଗ ପରେ ସ୍ଥାନୀୟ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚିବା ପାଇଁ ସଂଘର୍ଷ : ପେଟ ଲାଗି ୮୦ ବର୍ଷର ବୃଦ୍ଧ ସଂଗ୍ରହ କରୁଛନ୍ତି ବର୍ଜ୍ୟବସ୍ତୁ

ମାଲକାନଗିରି,୨୩।୧୦(ଡି.ଏନ୍‌.ଏ.): ପରିଣତ ବୟସରେ ମାତାପିତା ଭଲରେ ଗଣ୍ଡେ ଖାଇବା, ରହିବା ପାଇଁ ପରିବାରରେ ପୁଅ ବୋହୂ, ନାତି ନାତୁଣୀଙ୍କ ହାତକୁ ଚାହିଁଥାନ୍ତି। କିନ୍ତୁ ଜଣେ ୮୦...

ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ,୩।୪(ବ୍ୟୁରୋ): ଶୁକ୍ଳ ଦ୍ୱିତୀୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏ ନେଇ ସୋମବାର ଅପରାହ୍ନ ୪ଟାରୁ ରାତି୮ଟା...

କ୍ରାନ୍ତି ଦିବସରେ ୩ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା

ଧାମନଗର, ୧୦ା୮(ଡି.ଏନ.ଏ.)-କ୍ରାନ୍ତି ଦିବସ ଉପଲକ୍ଷେ ଭଦ୍ରକ ଜିଲା ଧାମନଗର ବ୍ଲକର ୩ଜଣ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂଗ୍ରାମୀ ରାମହରି ଗୋସ୍ବାମୀ, ବ୍ରଜକିଶୋର ରାଉତ...

ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା

ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ...

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨...

ମାଲକାନଗିରିରେ ୧୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ମାଲକାନଗିରି,୧୫ା୮: ଶନିବାର ମାଲକାନଗିରି ଜିଲାରେ ୭୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଜିଲାରେ ଆଜି ସୁଦ୍ଧା ମୋଟ୍‌ ୧୧୫୬ଟି...

ଗଛରେ ପିଟିହେଲା ବସ୍‌: ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଆହତ

କୋରାପୁଟ,୧୬ା୩(ସ୍ବ.ପ୍ର.): କୋରାପୁଟ ଦାମନଯୋଡ଼ିରୁ ଏକ ବସ୍‌ ବିଶାଖାପାଟଣା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ହେଲପରଙ୍କ ଜୀବନ ଯାଇଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଆହତ...

କନ୍ୟା ହରାଇଥିବା ହୋମ୍‌ଗାର୍ଡ ଗୌରୀଙ୍କୁ ସହାୟତା

ପିପିଲି, ୬ା୫(ଡି.ଏନ.ଏ): ପିପିଲି ଥାନାର ହୋମ୍‌ଗାର୍ଡ ଗୌରୀ ବେହେରା କରୋନା ବିରୋଧୀ ଲଢେଇ ଲଢୁଥିବା ବେଳେ ତାଙ୍କର କର୍କଟ ପୀଡ଼ିିତା ୧୩ ବର୍ଷୀୟା ଝିଅ ସବୁଦିନ...

Advertisement
Archives

Model This Week