ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମା’ ଙ୍କ ରୂପା ମୁକୁଟ ସହ ଦାନପେଟିରୁ ସୁନା ଅଳଙ୍କାର ଟଙ୍କା ଚୋରି ହୋଇଥିବା କୁହାଯାଇଛି। ମନ୍ଦିରରେ ସିନ୍ଧେକେଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି l ସାଇଣ୍ଟିଫିକ ଟିମ ପହଞ୍ଚିଲେ ଅଧିକ ତଦନ୍ତ ହେବ। ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି ହେବା ଘଟଣା ଗାଁରେ ପ୍ରଚାର ହେବା ପରେ ମା’ଙ୍କ ଭକ୍ତ ମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri