ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି

ଚୌଦ୍ୱାର,୧୯ା୧୧(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍‌ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍‌ କରିବା ସହିତ ମନ୍ଦିରରେ ପୂଜା ପାଉଥିବା ମା’ଦକ୍ଷୀଣକାଳୀଙ୍କ ସୁନା ଆଖି ଦୁଇଟିକୁ ତାଡ଼ି ନେଇଯାଇଥିବା ମନ୍ଦିର ପରିଚାଳକ ବିଜୟ ମହାନ୍ତି ଥାନାରେ ଅଭିଯୋଗ କରିଛନ୍ତି। ଏଥି ସହିତ ମନ୍ଦିରରେ ବସିଥିବା ହୁଣ୍ଡି ଅର୍ଥକୁ ମଧ୍ୟ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଅଭିଯୋଗ ପାଇ ଚୌଦ୍ୱାର ଥାନା ଆଇଆଇସି ବିରଞ୍ଚି ନାରାୟଣ ପତି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌କୁ ଖବର ଦେଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ନୂତନ ଏନ୍‌ଏସିର ନିର୍ବାହୀ ଅଧିକାରୀ ଭାବେ ଏନ୍‌ ଗଣେଶ ବାବୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ...

୩ଦିନ ହେଲା ପାଣିଆସୁନି, ଟ୍ୟାଙ୍କର ଯୋଗେ ପାଣି ଯୋଗାଇଲେ ସରପଞ୍ଚ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ବେଳେ ପାନୀୟଜଳ ସମସ୍ୟା ଗଞ୍ଜାମ ବ୍ଲକ ପାଣିବନ୍ଧ ପଞ୍ଚାୟତବାସୀଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ୩ ଦିନ...

ଚାଇନା ସାମଗ୍ରୀ ବର୍ଜନ କରିବାକୁ ଏବିଭିପିର ଆହ୍ବାନ

ବ୍ରହ୍ମପୁର ଅଫିସ,୧୮ା୬- ସାରା ବିଶ୍ୱ କରୋନା ଦ୍ୱାରା ଆତଙ୍କିତ ହୋଇ ରହିଥିବା ବେଳେ ଚାଇନା ସୈନିକଙ୍କ ଭାରତର ଲଦାଖ ଗଲ୍‌ୱାନ ଭ୍ୟାଲିରେ ସୀମା ଅତିକ୍ରମ ଓ...

ଲକ୍‌ଡାଉନ୍‌ : ହିତାଧିକାରୀଙ୍କ ଘରେ ଭତ୍ତା ପ୍ରଦାନକଲା ବ୍ଲକ ପ୍ରଶାସନ

ପାପଡ଼ାହାଣ୍ଡି,୮ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ଯୋଗୁ ଚାରିଆଡ଼େ ଲକ୍‌ଡାଉନ୍‌। ଗାଁଠୁ ସହର ଯାଏ ସମସ୍ତେ ଘରେ। ଗାଁରେ କଟକଣା ଯୋଗୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି।...

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ...

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ...

ଘରୁ ବାହାରିଲା ୩୫ ନାଗଛୁଆ

ଧାମନଗର, ୨୭।୬ (ଡି.ଏନ.ଏ.) – ଧାମନଗର ଗୋଖାଦିକି ସାହିର ଲକ୍ଷ୍ମୀଧର ମଳିକଙ୍କ ମାଟିଘରୁ ବୁଧବାର ୩୫ଟି ନାଗ ଛୁଆ ଉଦ୍ଧାର କରାଯାଇଛି। ଦୁଇ ତିନିଦିନ ଧରି...

ସମ୍ବର ମାଂସ ଜବତ, ୨ଗିରଫ

ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ...


Coronavirus Update

Archives

Model This Week

Why Dharitri