ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଦାନ ଟଙ୍କା

ଟିଟିଲାଗଡ଼,୨ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ ଶୋଇଥିବା ଜଣେ ବ୍ୟକ୍ତି ଏ ନେଇ ପ୍ରତିବାଦ କରିବାରୁ ଦୁର୍ବୃତ୍ତ ତାଙ୍କୁ ମାଡ ମାରି ଗୁରୁତର କରିଛନ୍ତି। ଘଟଣା ସମ୍ପର୍କରେ ଟ୍ରଷ୍ଟି ସଞ୍ଜୀବ ପାଢ଼ୀଙ୍କଠାରୁ ଖବର ପାଇ ଟିଟିଲାଗଡ଼ ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ଆଇଆଇସି ରଞ୍ଜନ ବରିହା ମନ୍ଦିରରେ ପହଞ୍ଚିଥିଲେ। ପରେ ବଲାଙ୍ଗୀରରୁ ସାଇଣ୍ଟିଫିକ ଟିମ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି। ଟିଟିଲାଗଡ଼ ପୋଲିସ ଏ ସଂକ୍ରାନ୍ତ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି l ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଏସ୍‌ଡ଼ିପିଓ କୁମ୍ଭାର କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri