କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ପାଣି ମୋଟର ଏବଂ କିଛି ଆସବାବପତ୍ର କେହି ନେଇଯାଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଚୋରି କରିଥିବା ନେଇ କ୍ରସର ୟୁନିଟର ମ୍ୟାନେଜର ଏମ.ବାଲାଜୀ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି । ଏତଲା ପ୍ରକାରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୨୨/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିବା ସହ ଏଏସଆଇ କହ୍ନେଇ ମିର୍ଦ୍ଧାଙ୍କୁ ତଦନ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ତେବେ କିଏ ଏଭଳି କାଣ୍ଡ ଭିଆଇଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri