ରାତିଅଧିଆ ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

ଅମରପାଲି,୧୫।୯(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପ୍ରଶିଦ୍ଧ ପାତାଳି ଶ୍ରୀକ୍ଷେତ୍ରରୁ ଗତ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ପଶି ମନ୍ଦିର ସମ୍ମୁଖରେ ଥିବା ହୁଣ୍ଡି ମଧ୍ୟ ଚୋରି କରି ନେଇଛି। ବୁଧବାର ସକାଳୁ ପୂଜକ ପୂଜା କରିବାକୁ ଆସି ହୁଣ୍ଡି ନ ଦେଖି ଚୋରି ହୋଇଥିବା ସନ୍ଦେହ କରିଥିଲେ। ପରେ ପାତାଳି ଟ୍ରଷ୍ଟର କର୍ମକର୍ତ୍ତା ବୀରମହାରାଜପୁର ଥାନାରେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ହୁଣ୍ଡି ସହ ଆଉ ଅଧିକ କଣ ଚୋରି ହୋଇଛି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ...

ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା...

ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ...

ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ...

ଯୁବତୀଙ୍କ ମୁଣ୍ଡରେ ଛୁଞ୍ଚି ଫୁଟାଇଲେ ତାନ୍ତ୍ରିକ, ସାମ୍ନାକୁ ଆସିଲା ଖବର, ଆଉ ତା’ ପରେ…

ବଲାଙ୍ଗୀର,୧୮ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଇଚଗାଁରେ ଗୁଣିଗାରେଡ଼ିରେ ଜଣେ ଯୁବତୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଯୁବତୀଙ୍କ ବାରମ୍ବାର...

ଧର୍ମଶାଳାରେ ଖଣି ବିଭାଗର ବଡ଼ ରେଡ୍

ଭୁବନେଶ୍ୱର,୧୮ା୭: ଓଡ଼ିଶା ଖଣି ବିଭାଗ ଶୁକ୍ରବାର ଯାଜପୁର ଜିଲାର ଧର୍ମଶାଳା ଅଞ୍ଚଳରେ ଥିବା ଖଣି ଏବଂ ପଥର ଖଣି ଉପରେ ବ୍ୟାପକ ଚଢାଉ କରିଛି। ଲୁଣିବାର,...

ପୁରୁଷୋତ୍ତମପୁର ତହସିଲରେ ଅବ୍ୟବସ୍ଥା, ମୌଳିକ ସେବା ଯୋଗାଇବାକୁ ଦାବି କଲା ଭାଜପା

ପୁରୁଷୋତ୍ତମପୁର,୧୮ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଲାଗି ରହିଥିବା ବ୍ୟାପକ ଅବ୍ୟବସ୍ଥାକୁ ନେଇ ଗୁରୁବାର ଶାସକ ଭାରତୀୟ ଜନତା ପାର୍ଟି...

କାଉଡ଼ିଆଙ୍କ ପାଇଁ କଟକଣା: ଧବଳେଶ୍ୱର ପୀଠକୁ ଆଣିପାରିବେନି ପ୍ଲାଷ୍ଟିକ୍‌ ସାମଗ୍ରୀ

କଟକ,୧୮ା୭: ଆସୁଛି ଶ୍ରାବଣ ସୋମବାର। ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କାଉଡ଼ିଆଙ୍କ ଭିଡ଼ ଲାଗିବ। ଏହା ପୂର୍ବରୁ ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ କଡ଼ା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri