ରାତିଅଧିଆ ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

ଅମରପାଲି,୧୫।୯(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପ୍ରଶିଦ୍ଧ ପାତାଳି ଶ୍ରୀକ୍ଷେତ୍ରରୁ ଗତ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ପଶି ମନ୍ଦିର ସମ୍ମୁଖରେ ଥିବା ହୁଣ୍ଡି ମଧ୍ୟ ଚୋରି କରି ନେଇଛି। ବୁଧବାର ସକାଳୁ ପୂଜକ ପୂଜା କରିବାକୁ ଆସି ହୁଣ୍ଡି ନ ଦେଖି ଚୋରି ହୋଇଥିବା ସନ୍ଦେହ କରିଥିଲେ। ପରେ ପାତାଳି ଟ୍ରଷ୍ଟର କର୍ମକର୍ତ୍ତା ବୀରମହାରାଜପୁର ଥାନାରେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ହୁଣ୍ଡି ସହ ଆଉ ଅଧିକ କଣ ଚୋରି ହୋଇଛି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି...

ବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲା

ବରଗଡ ଅଫିସ, ୧୯।୧୧: ବରଗଡରେ କ୍ୟାନସର ହସପିଟାଲ ସ୍ଥାପନ ଦାବି ପୁଣି ଜୋର୍‌ ଧରିଛି। ଏହି କ୍ରମରେ ମଙ୍ଗଳବାର ଦିନ ୧୦ଟାରୁ ସ୍ଥାନୀୟ ଗାନ୍ଧୀଛକରେ ୟୁନାଇଟେଡ...

ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର ହେବେ ଉଠା ଦୋକାନୀ

ଜଟଣୀ,୨୫ା୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କାର୍ଯ୍ୟକାରିତା ନେଇ ଜିଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଜଟଣୀର ବିଭିନ୍ନ ସ୍ଥାନ ବୁଲି...

ପଥର ସନ୍ଧିରୁ ମିଳିଲା ନାବାଳିକାଙ୍କ ମୃତଦେହ

ସମ୍ବଲପୁର,୫।୧୦(ବ୍ୟୁରୋ): ସମ୍ବଲପୁର ଜିଲା ଦଲେଇପଡ଼ା ମହାନଦୀ ଘାଟରେ ସୋମବାର ଏକ ପରିବାର ୩ ଜଣ ସଦସ୍ୟ ଭାସିଯାଇଥିଲେ। ତେବେ ବାପା ଓ ପୁଅଙ୍କ ମୃତଦେହ ଉଦ୍ଧାର...

ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ...

ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ

ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି...

ବିନା ସୁରକ୍ଷାରେ ୬୩ ଘାଟରେ ନୌକା ଚାଳନା

କେନ୍ଦ୍ରାପଡ଼ା ଅଫିସ,୨୭ା୬:  କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଞ୍ଚଳର ଏକ ମାଛଧରା ଟ୍ରଲର ଗତ ୧୬ ତାରିଖରେ ବୁଡ଼ିଗଲା। ଏଥିରେ ୧୨ ଜଣ...

ଜୁ’ରେ ହୀନସ୍ତା ଜଙ୍ଗଲୀଜୀବ

ଢେଙ୍କାନାଳ ଅଫିସ,୨୫।୭: ରାଜ୍ୟ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ପାଲଟିଛି ଢେଙ୍କାନାଳର କପିଳାସ ପ୍ରାଣୀ ଉଦ୍ୟାନ। ଜୁ’ରେ ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର କାର୍ଯ୍ୟକ୍ଷମ...

Advertisement
Archives

Model This Week