୧୮ କେଜିର ଅଷ୍ଟଧାତୁ ମୂର୍ତ୍ତି ଚୋରି

ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଦିନକୁଦିନ ଚୋରଗ୍ୟାଙ୍ଗ ସକ୍ରିୟ ହେବାରେ ଲାଗିଛନ୍ତି। ଗତ ୧ ତାରିଖରେ ଶିରିଡ଼ି ସାଇ ମନ୍ଦିରରୁ ପ୍ରାୟ ୬ ଲକ୍ଷ ଟଙ୍କାର ମୁକୁଟ ଚୋରି ହୋଇଥିବା ବେଳେ ପୁଣି ହନୁମାନ ମନ୍ଦିରରୁ ୧୮ କେଜି ଓଜନର ଅଷ୍ଟଧାତୁରେ ନିର୍ମିତ ମୂର୍ତ୍ତି ଚୋରି ହୋଇଛି।
ପ୍ରକାଶ ଯେ, ଶୁକ୍ରବାର ସକାଳୁ ପୂଜକ ଚୋରି ହୋଇଥିବା ଦେଖି ମନ୍ଦିର କମିଟି ଓ ଅନ୍ୟମାନଙ୍କୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିଛି। ରାତିରେ ମନ୍ଦିର ପରିସର ଏକ କୋଠରିରେ ଜଣେ ସନ୍ନ୍ୟାସୀ ଓ ତିନି ଜଣ ଛାତ୍ର ରହୁଥିବା ସତ୍ତ୍ବେ ଚୋର ଅତି ସତର୍କତାର ସହିତ ମୂର୍ତ୍ତି ଚୋରି କରିନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବାପାଙ୍କୁ କୋଭିଡ୍‌ ହସ୍ପିଟାଲ ନିଅ’

କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର...

ଚୋରି ବୋଲେରୋ ଖୋଜିବାରେ ପୋଲିସର ଅବହେଳା : ପ୍ରତିବାଦରେ ରାସ୍ତା ଅବରୋଧ

ବାଲେଶ୍ୱର ଅଫିସ,୨୨।୮: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମ ମୁଖ୍ୟ ରାସ୍ତାକୁ ଗୁରୁବାର ପୂର୍ବାହ୍ନରେ ଗ୍ରାମବାସୀ ଅବରୋଧ କରିଛନ୍ତି। ସୂଚନା ଯେ, ଗତ ୧୯...

ଯାହାକୁ ଦେଖୁଛି ଗୋଡ଼ାଇ ଗୋଡାଇ କାମୁଡ଼ୁଛି

କୁଜଙ୍ଗ,୨୧।୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଚଳରେ ମାଙ୍କଡ଼ ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର...

ବିନା ଡିପିଆର୍‌ରେ କାର୍ଯ୍ୟକୁ ନାପସନ୍ଦ

ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ...

କେନାଲ ବୁଡ଼ି ଜଣେ ମୃତ

ପରଜଙ୍ଗ, ୮।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ କଟାବାହାଳ ଗ୍ରାମର ଜଣେ ବୃଦ୍ଧ କେନାଲରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବସନ୍ତ ବେହେରା (୫୯)।...

ରାଜପଥରେ ମହିଳାଙ୍କ ଭ୍ୟାନିଟ୍‌ ଛଡ଼ାଇନେଲେ ଦୁର୍ବୃତ୍ତ

ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍‌ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା...

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ...

ଭମରଙ୍କୁ କଚାଡିଲା ଦନ୍ତା

ଢେଙ୍କାନାଳ ଅଫିସ,୬।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ କର୍ଣ୍ଣପୁର ଗ୍ରାମରେ ବୁଧବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

Advertisement
Archives

Model This Week