ବୃଦ୍ଧ ଦମ୍ପତିଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଭବାନୀପାଟଣା,୨୮।୧: କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ଇନ୍ଦ୍ରମାଲ ଗ୍ରାମର ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗ୍ରାମର କାହ୍ନୁ ସାହୁ (୭୫) ଓ ତାଙ୍କ ସ୍ତ୍ରୀ ବୁଧବାର ରାତିରେ ଖାଇ ଶୋଇଥିଲେ। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଘରେ ପଶି ଏକ ବାକ୍ସରେ ଥିବା ୧ ଲକ୍ଷ ଟଙ୍କା, ଏକ ଭରି ସୁନା ଅଳଙ୍କାର, ଜମିପଟ୍ଟା ଓ ବିଭିନ୍ନ କାଗଜାତକୁ ନେଇ ଫେରାର ହୋଇଯାଇଥିଲେ। ବରିଷ୍ଠି ନାଗରିକଙ୍କ ଘରୁ ଚୋରି ହେବା ନେଇ ଅଞ୍ଚଳରେ ଅସାନ୍ତ ବାତାବରଣ ଖେଳିଯାଇଛି। ପୋଲିସ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି

ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ...

ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ

ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍‌ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ...

‘ସ୍କୁଲ ପିଲାଙ୍କୁ ଯୋଡିଲେ ବହିହାଟ ସଫଳ ହେବ’

ବଲାଙ୍ଗୀର ଅଫିସ, ୧୦ା୧ – ୧୫ତମ ବଲାଙ୍ଗୀର ବହିହାଟ ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ା ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି...

୨୦୦ଲିଟର ମଦ ଜବତ, ୨କୁଇଣ୍ଟାଲ ପୋଚ ନଷ୍ଟ

ସୋନପୁର,୨୨।୪(ନି.ପ୍ର.) – ଲକ୍‌ଡାଉନ୍‌ ସମୟରେ ସରକାରୀ ମଦ ଦୋକାନ(ଦେଶୀ ଓ ବିଦେଶୀ) ବନ୍ଦ ରହିଛି। ଏହା ସୁବର୍ଣ୍ଣପୁର ଜିଲାର ଚୋରା ମଦ ବ୍ୟବସାୟୀଙ୍କୁ ବେଶ୍‌ ସୁହାଉଛି...

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା...

ଅପେକ୍ଷାରେ ୫୦ ବର୍ଷ

ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.):  କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର...

ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ ନିମ୍ନମାନର

ବଇଣ୍ଡା, ୧୨ା୩(ଡି.ଏନ.ଏ.) ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳକୁ ଗମନାଗମନ ସୁବିଧା ପାଇଁ ସରକାର ପକ୍କା ରାସ୍ତା ନିର୍ମାଣର ଯୋଜନା କରିଥିଲେ ହେଁ କେତେଜଣ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ...

ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ,୨୪ା୩: ଖୋର୍ଦ୍ଧା ଜିଲାରେ ଚଳିତ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ହୋଇଛି। ଶତାଧିକ ପଞ୍ଜୀକୃତ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ...

BGU
Play 250+ Trending Games
Archives

Model This Week

Why Dharitri