ଚୋରି ସାମଗ୍ରୀ କିଣିବା ପଡ଼ିଲା ମହଙ୍ଗା: ଚୋର ସମେତ ୬ ଗିରଫ

ଭବାନୀପାଟଣା,୭।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ମାମଲାରେ ଥାନା ଅଞ୍ଚଳର ଲୋକଙ୍କ ଘରେ ପସି ମୋବାଇଲ, ସୁନା ଅଳଙ୍କାର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରିବା ସହ ଚୋରଙ୍କୁ ଗିରଫ କରିଛି। ଏହା ସହ ଚୋରି ସାମଗ୍ରୀ କିଣିଥିବା ୫ ଜଣଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଗିରଫ ମୁଖ୍ୟ ଅଭିଯୁକ୍ତ ହେଲେ ଭବାନୀପାଟଣା କୁକୁଡା ଫାର୍ମ ଅଞ୍ଚଳରେ ରହୁଥିବା ଦେପୁର ଗ୍ରାମର ନୂତନ କିଶୋର ବାଣୁଆ (୩୦)।
ସୂଚନାଯୋଗ୍ୟ, ଭବାନୀପାଟଣା ସହର, ସଦର ଥାନା ଅଞ୍ଚଳ ସମେତ ଅନ୍ୟାନ୍ୟ ଅଞ୍ଚଳରେ ମୋବାଇଲ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଲଗାତାର ଚୋରି ହେଉଥିଲା। ଏ ସଂପର୍କରେ ଭବାନୀପାଟଣା ଟାଉନ ଥାନା କେସ୍‌ ନଂ ୧୮୨/୨୦ରେ ମାମଲା ରୁଜୁ କରାଯିବା ସହିତ ଆଇଆଇସି ସତ୍ୟ କୁମାର ନନ୍ଦ ଓ ଅଧିକାରୀମାନେ ତଦନ୍ତ କରରୁଥିଲେ। ତେବେ ବାଣୁଆଙ୍କୁ ଗିରଫ ପରେ ଚୋରି କରିଥିବା ମୋବାଇଲ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଜୁନାଗଡ ସହରର ମାରୱାଡି ପଡାର ଅଙ୍କିତ ଅଗ୍ରୱାଲ (୨୩), ଗୋଲାମୁଣ୍ଡା ବ୍ଲକର ଫରଙ୍ଗ ନିକଟସ୍ଥ ଫୁଣ୍ଡା ଗ୍ରାମର ଶେଷଦେବ ଭୋଇ (୩୭), ଭବାନୀପାଟଣାର ନୂଆପଡା ନିବାସୀ ଏନ୍‌. ଶିବା ରାଓ (୨୩), ଦର୍ପଣ ସାଗର ପଡାର ଭାରତୀ ପ୍ରଧାନ ଏବଂ ଶ୍ରୀପୁର ଗ୍ରାମର ଦଣ୍ଡ ଗଉଡକୁ ବିକ୍ରି କରିଥିବା ପୋଲିସକୁ ଜଣାଇଥିଲେ। ତେବେ ସେମାନଙ୍କ ଘରେ ଆଇଆଇସି ଚଢାଉ କରି ଚୋରି ଜିନିଷ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri