ବଢୁଛି ଚୋରି, ଲୋକେ ଭୟଭୀତ: ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଚଣ୍ଡୀପାଟଣା ଛକ ନିକଟରେ ଥିବା ଦୁଇଟି ଦୋକାନରୁ ଚୋରି ହୋଇଛି। ଏଥିସହ ବିଲମାଳରୁ ଗୋଟିଏ ପାଣି ପମ୍ପ ଚୋରି ହୋଇଛି। ଆଉ ଜଣଙ୍କ ଘରୁ ଚୋରି ଉଦ୍ୟମ ହୋଇଥିଲା। ଖବର ପାଇ ତାରସିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଜଟେସୱର ପରିଚ୍ଛା, ବିଦ୍ୟାଧର ଆଚାର୍ଯ୍ୟଙ୍କ ଦୋକାନରୁ ନଗଦ ୨୦ ହଜାର ଟଙ୍କା ସମେତ ଅନ୍ୟାନ୍ୟ ଜିନିଷ ଚୋରୀ ହୋଇଛି । ନାରାୟଣ ପାଣିଗ୍ରାହୀଙ୍କ ବିଲମାଳରୁ ପାଣି ପମ୍ପ ଚୋରି ହୋଇଛି। ଏଥିସହ ଧନଞ୍ଜୟପୁର ଗ୍ରାମର ବିରୁପାକ୍ଷ ରଥଙ୍କ ଘରୁ ଚୋରି ଉଦ୍ୟମ ହୋଇଥିଲା। କିନ୍ତୁ ତାହା ସଫଳ ହୋଇପାରିନାହିଁ। ଉକ୍ତ ଅଞ୍ଚଳରେ ଚୋରି ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri