ବାହାର ନେତାଙ୍କୁ ଧାମନଗର ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୧।୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ ଛାଡ଼ିବାକୁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଅବଗତ କରାଯାଇଥିବା ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଆହୁତ ଖବରଦାତା ସମ୍ମିଳନୀରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ଶିବିର ଧ୍ୱଂସ, ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ କୋଣ୍ଡାଗାଓଁ ଅଞ୍ଚଳରେ ରବିବାର ଯବାନମାନେ ମାଓବାଦୀ ଶିବିର ଧ୍ୱଂସ କରିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଛତିଶଗଡ଼...

ନଦୀରେ ୩ କିମି ଭାସିଗଲେ ମହିଳା

ସିନାପାଲି,୨୧।୭(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଗଡ଼ରାମାଳ ଗ୍ରାମର ନମିତା ସାହୁ ନାମ୍ନୀ ଜଣେ ମହିଳା ରବିବାର ଉଦନ୍ତୀ ନଦୀରେ ଭାସିଯାଇ ୩କିମି...

ଛେଳିକୁ ଗିଳିଦେଲା ଅଜଗର

ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ...

ଏଣିକି ଯାଞ୍ଚ ହେବ ସ୍କୁଲ ବସ୍‌, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍‌ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ...

୩ ଜଣଙ୍କୁ ଚାପିଦେଲା ଟ୍ରକ

ଟେନସା,୨୧।୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜ୍‌ରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ: ଚାଲିଗଲା ୨ ଯୁବକଙ୍କ ଜୀବନ

ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ମନ୍ଦିରା ଡ୍ୟାମରେ ରବିବାର ଏକ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ପାଣିରେ ବୁଡ଼ି ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।...

ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ

ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ...

ଦୀର୍ଘବର୍ଷ ଧରି ବନ୍ଦ ହୋଇପଡ଼ିଛି ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର

ମୋରଡ଼ା,୨୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଜନସାଧାରଣ ପ୍ରାୟତଃ ପଶୁ ସମ୍ପଦ ଓ ଚାଷକାର୍ଯ୍ୟ ଉପରେ ନିର୍ଭର କରି ଜୀବନଯାପନ କରନ୍ତି। ଅଧିକାଂଶ ଲୋକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri