ଖୋଲିଲା ମଣ୍ଡି, କର୍ମଚାରୀଙ୍କ ଦେଖାନାହିଁ

ବରଗଡ଼,୨୮ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡିଗୁଡ଼ିକ ଖୋଲାଯାଇଛି। ଧାନ ଧରି ମଣ୍ଡିରେ ଚାଷୀମାନେ ମଧ୍ୟ ପହଞ୍ଚିଛନ୍ତି। ମଣ୍ଡିଗୁଡ଼ିକରେ ହଜାର ହଜାର ବସ୍ତା ଧାନ ବିକ୍ରି ଅପେକ୍ଷାରେ ପଡ଼ିରହିଛି। ହେଲେ ଧାନ କିଣାବିକା ପାଇଁ ମଣ୍ଡିରେ ନିୟୋଜିତ କର୍ମଚାରୀଙ୍କ ଦେଖା ନାହିଁ। ସେହିପରି ଗୁରୁବାର ରାତିରେ କେତେକ ଚାଷୀଙ୍କ ପାଖକୁ ଧାନ ବିକ୍ରି ଟୋକନ୍‌ ପହଞ୍ଚିଛି। ମାତ୍ର ତାହା ମଧ୍ୟ ଧର୍ମକୁ ଆଖିଠାର ଭଳି। ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଏଭଳି ଅବ୍ୟବସ୍ଥା ଏବଂ ଅଚଳାବସ୍ଥା ଯୋଗୁ ଜିଲାରେ ଚାଷୀ ଅସନ୍ତୋଷ ପୁଣି ତେଜି ଉଠୁଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri