ପୁରୁଣା ସ୍ମୃତିକୁ ମନେପକାଇଲା ‘ସେବେ ଓ ଏବେ ଫଟୋ’ ପ୍ରଦର୍ଶନୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ରାଜଧାନୀ ଏବେ ଚଳ ଚଞ୍ଚଳ। ନାଚ, ଗୀତ, ଖାଦ୍ୟ, ଖେଳ, ମନୋରଞ୍ଜନ ସହ ଆବାଳବୃଦ୍ଧ ଆଜି ଏକତ୍ରିତ। ରାଜଧାନୀ ଛାତିରେ ଲେଖା ହେଉଥିବା ଏହି ସଫଳ କାହାଣୀ ସହ ପୂର୍ବର ଭୁବନେଶ୍ୱର ପାଖକୁ ଫେରାଇ ନେଇଛି ଏବେ ଓ ସେବେ ଫଟୋ ପ୍ରଦର୍ଶନୀ। ମଙ୍ଗଳବାର ପ୍ରଦର୍ଶନୀ ପଡ଼ିଆଠାରେ ଏହି ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟକୁ ଜାବୁଡ଼ି ଧରିଥିବା ଭୁବନେଶ୍ୱରର ଛବିଗୁଡ଼ିକ ବେଶ୍‌ ଆକର୍ଷଣୀୟ ଥିଲା। ପୂର୍ବର ଭୁବନେଶ୍ୱରର କାହାଣୀ କହୁଥିଲା ଏହି ଛବି। ପ୍ରାୟ ୭୦ବର୍ଷ ପୂର୍ବjର ଛବି ସବୁ ଏଠାରେ ପ୍ରଦର୍ଶିତ ହୋଇଥିଲା। ଏହି ପ୍ରଦର୍ଶନୀ ପ୍ରତ୍ୟେକ ଦିନ ସକାଳ ୧୦ଟା ୩୦ରୁ ସା ୮ଟା ପର୍ଯ୍ୟନ୍ତ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri